Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

Rashtriya Ekta Diwas: ଅନନ୍ତ ଡି.ଏ.ଭି.ରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

by Bureauom
October 31, 2025
in ଜିଲ୍ଲା
A A
Rashtriya Ekta Diwas

ତାଳଚେର: ରାଷ୍ଟ୍ରୀୟ ଏକତା ଦିବସ(Rashtriya Ekta Diwas ) ଅବସରରେ ମହାନଦୀ କୋଲ୍ ଫିଲ୍ଡସ୍ ଜଗନ୍ନାଥ କ୍ଷେତ୍ର ଅନ୍ତର୍ଗତ ଡି.ଏ.ଭି. ପବ୍ଲିକ୍ ସ୍କୁଲ ପରିସରରେ ଉତ୍ସାହମୟ ଭାବରେ ପାଳନ କରାଯାଇଛି। ଉତ୍ସବରେ ବିଦ୍ୟାଳୟ ଅଧ୍ୟକ୍ଷ ଶୁଭେନ୍ଦୁ ଶେଖର ବୋଷ୍ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହିତ ପ୍ରଦୀପ ପ୍ରଜ୍ଜ୍ଵଳନ କରିଥିଲେ। ଏହି ପବିତ୍ର ଅବସରରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରି ଉତ୍ସବରେ ଆନନ୍ଦ ଭରିଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ନିଜ ବକ୍ତବ୍ୟରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୀବନୀ ଓ ତାଙ୍କ ଦେଶପ୍ରେମୀ ଚରିତ୍ର ଉପରେ ଆଲୋକପାତ କରିଥିଲେ।

ରାଷ୍ଟ୍ରୀୟ ଏକତା ଦିବସ(Rashtriya Ekta Diwas ) ଅବସରରେ ଛାତ୍ରୀ ଅର୍ପିତା ନାୟକ ଲୌହ ପୁରୁଷଙ୍କ ଜୀବନର ସ୍ମରଣୀୟ ଘଟଣା ଉପରେ ଅଭିଭାଷଣ ଦେଇଥିଲେ। ଶିକ୍ଷୟିତ୍ରୀ ସବନମ୍ ମଲ୍ଲିକ ମଞ୍ଚ ସଞ୍ଚାଳନ କରିଥିବା ବେଳେ ମାନସ ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ସବିତାପ୍ରଭା ପଣ୍ଡା କୁଇଜ୍ ପରିଚାଳନା କରିଥିଲେ ଓ ସରିତା ସାହୁ ଏକତା ଶପଥ ପାଠ କରାଇଥିଲେ। କ୍ଵିଜ୍ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ଅଧ୍ୟକ୍ଷ ମହୋଦୟ ପୁରସ୍କୃତ କରିଥିଲେ। ଏହି ସମାରୋହରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ।

Bureauom

Bureauom

Next Post
Loan Fraud in Jharsuguda

Loan Fraud in Jharsuguda:ଘରୋଇ ଅର୍ଥ ଲଗାଣକାରି ସଂସ୍ଥାରେ ବଡ଼ ଧରଣର ଋଣ ଜାଲିଆତି

inspiring-journey-of-tribal-girl-rani

Inspiring journey of tribal girl Rani: କେନ୍ଦୁଝରରୁ କନ୍ଧମାଳ ଯାତ୍ରା

Odisha Child Protection Day

Odisha Child Protection Day: ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ୱାରୋପ

Vivekananda Vidyamandir Annual Sports

Vivekananda Vidyamandir Annual Sports: ବିବେକାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡ଼ା

Lift Irrigation Project Irregularities

Lift Irrigation Project Irregularities: ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଚଞ୍ଚକତା

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved