Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

MCL National Excellence Award: ଜିଏମ ଅଶୋକ କୁମାର ଧଳଙ୍କୁ ଜାତୀୟ ସ୍ତରର ଉତ୍କର୍ଷ ପୁରସ୍କାର

କୋଇଲା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ନେତୃତ୍ୱ ପାଇଁ କୋଲ୍ ଇଣ୍ଡିଆ ଦ୍ୱାରା ସମ୍ମାନିତ ଜଗନ୍ନାଥ କ୍ଷେତ୍ରର ଜିଏମ୍ ଅଶୋକ କୁମାର ଧଳ।

by Bureauom
November 2, 2025
in ଅନୁଗୁଳ
A A
MCL National Excellence Award

ତାଳଚେର (ବିଜୟ କୁମାର ଦେବତା): ଜାତୀୟ ସ୍ତରରେ କୋଲ ଇଣ୍ଡିଆର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମହାନଦୀ କୋଇଲା କମ୍ପାନୀ ଜଗନ୍ନାଥ କ୍ଷେତ୍ରର ମହାପ୍ରବନ୍ଧକ ଅଶୋକ କୁମାର ଧଳଙ୍କୁ ବ୍ୟକ୍ତିଗତ ଭାବେ କୋଲ ଇଣ୍ଡିଆ ତରଫରୁ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କୋଲ ଇଣ୍ଡିଆର ୫୧ ତମ ପ୍ରତିଷ୍ଠା ଦିବସରେ କୋଲ ଇଣ୍ଡିଆ ଅଧ୍ୟକ୍ଷ ପି.ଏମ.ପ୍ରସାଦ ଶ୍ରୀ ଧଳଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। କୋଇଲା ଉତ୍ପାଦନର ଲକ୍ଷ୍ୟ ଓ କାରବାର ସହ ଜନସାଧାରଣଙ୍କ ସହ ଉତ୍ତମ ସମ୍ପର୍କ ନେଇ ଶ୍ରୀ ଧଳଙ୍କ ୩୫ ବର୍ଷର ଅଭିଜ୍ଞତା ଥୂବାବେଳେ ସର୍ବଭାରତୀୟ କୋଇଲା କ୍ଷେତ୍ରରେ ସେ ଜଣେ ଜଣାଶୁଣା ବ୍ୟକ୍ତିତ୍ଵ।

Bureauom

Bureauom

Next Post
Jharsuguda Dacoity Case

Jharsuguda Dacoity Case: ଡକାୟତି ପୂର୍ବରୁ ମାଡ଼ି ବସିଲା ପୁଲିସ୍ "୫ ଅଭିଯୁକ୍ତ ଗିରଫ"

Talcher Kartikeswar Puja

Talcher Kartikeswar Puja: ତାଳଚେରରେ ଧୁମଧାମରେ ପୂଜା ପାଇଲେ ବାବା କାର୍ତ୍ତିକେଶ୍ୱର

ସୁଦର୍ଶନ ପଟ୍ଟନାୟକ ଙ୍କ ଚମତ୍କାର କଳାକୃତି

ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାରେ ‘ନାରୀ ଶକ୍ତି’ର ବିଶ୍ୱକପ୍ ଜୟ ଅଭିବାଦନ

ଥେନିର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ଭାରତୀୟ ମହିଳା ବିଶ୍ୱକପ ବିଜୟ

ଭାରତୀୟ ମହିଳା ବିଶ୍ୱକପ ବିଜୟ ଗୀତ ରେ ଗର୍ଜିଲା ପୁରା ଦେଶ: ‘ନା ଲେଗା କୋଇ ପଙ୍ଗା’

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved