Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୩.୪ କୋଟି ଲାଭାଂଶ ପ୍ରଦାନ

by Bureauom
November 4, 2025
in ରାଜ୍ୟ
A A
ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ଲାଭାଂଶ ପ୍ରଦାନ
0
SHARES
Share on FacebookShare on Twitter

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଆଜି ଓଡ଼ିଶା ରାଜ୍ୟ ସରକାରଙ୍କୁ ଲାଭାଂଶ (ଡିଭିଡେଣ୍ଡ୍) ଅର୍ଥ ପ୍ରଦାନ କରାଯାଇଛି । ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଜରିଆରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୩ କୋଟି ୪୦ ଲକ୍ଷ ୬୪ ହଜାର ୧୦୫ ଟଙ୍କା ରାଜ୍ୟ ସରକାରଙ୍କ ଲାଭାଂଶ ବାବଦକୁ ପ୍ରଦାନ  କରାଯାଇଛି । ମୁଖ୍ୟ ଶାସନ ସଚିବଙ୍କ ସମ୍ମିଳନୀ କକ୍ଷରେ ସମବାୟ ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ଏବଂ ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ମିହିର ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଏହି ଲାଭାଂଶ ରାଶି ପ୍ରଦାନ କରିଛନ୍ତି ।

ପ୍ରକାଶ ଥାଉକି, ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ନିଗମର ମୋଟ ଲାଭ ହେଉଛି ୨୨ କୋଟି ୭୦ ଲକ୍ଷ  ୯୪ ହଜାର  ୩୩ ଟଙ୍କା । ଏହି ବର୍ଷ ପାଇଁ ମୋଟ ଲାଭର ୩୦ ପ୍ରତିଶତ  ହିସାବରେ ଡିଭିଡେଣ୍ଡ୍ ରାଶି ହେଉଛି ୬ କୋଟି ୮୧ ଲକ୍ଷ ୨୮ ହଜାର ୨୧୦ ଟଙ୍କା । ଏହାର ଉଭୟ ଅଂଶୀଦାର ଯଥା ରାଜ୍ୟ ସରକାର ଏବଂ କେନ୍ଦ୍ରୀୟ ଭଣ୍ଡାରଣ ନିଗମଙ୍କୁ ସମ ପରିମାଣରେ ଅର୍ଥାତ ପ୍ରତ୍ୟେକ  ଅଂଶୀଦାରଙ୍କୁ ୩ କୋଟି ୪୦ ଲକ୍ଷ ୬୪ ହଜାର ୧୦୫ ଟଙ୍କା ଲେଖାଏଁ   ପ୍ରଦାନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ସମବାୟ ସମିତି ସମୂହ ନିବନ୍ଧକ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ସମବାୟ ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ଊଷାରାଣୀ ଦାସ, ବିତ୍ତ ପରାମର୍ଶଦାତା ସ୍ମିତାଞ୍ଜଳି ସ୍ୱାଇଁ, ମୁଖ୍ୟ ସାଧାରଣ ପରିଚାଳକ ତୃପ୍ତି କଲ୍ୟାଣ ସେଠୀ, ଯୁଗ୍ମ ସଚିବ ସଂଗ୍ରାମ ରାଉତ, ଜେଆରସିଏସ ଲିଙ୍ଗରାଜ ନାୟକ, ବରିଷ୍ଠ ଅଧିକ୍ଷକ ପ୍ରଭାତ କୁମାର ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ, ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ୧୯୫୮ ମସିହାରେ ସ୍ଥାପିତ  ହୋଇଥିଲା । ଏହାର ଷ୍ଟୋରେଜ୍ କ୍ଷମତା ହେଉଛି ୫,୨୧,୬୦୦ ମେଟ୍ରିକ ଟନ୍ । ରାଜ୍ୟର ୩୦ଟି ଜିଲ୍ଲାରେ ୬୮ଟି ଗୋଦାମ ରହିଛି । ଏହାର ଭଣ୍ଡାରଣ କ୍ଷମତାର ସୁବିନିଯୋଗ ଯୋଗୁଁ ନିଗମ  କ୍ରମାଗତ ଭାବରେ ଲାଭାନ୍ଵିତ ହେଉଛି ଏବଂ ଏହାର ଦୁଇ ଅଂଶୀଦାର ଯଥା ରାଜ୍ୟ ସରକାର ଏବଂ କେନ୍ଦ୍ରୀୟ ଭଣ୍ଡାରଣ ନିଗମଙ୍କୁ ନିୟମିତ ଭାବରେ ଲାଭାଂଶ (ଡିଭିଡେଣ୍ଡ୍) ପ୍ରଦାନ କରୁଅଛି । ଉଲ୍ଲେଖଯୋଗ୍ୟ ଯେ, ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ନିଗମ ପକ୍ଷରୁ ଏହାର ଲାଭାଂଶ ବାବଦକୁ ପ୍ରତ୍ୟେକ ଅଂଶୀଦାରଙ୍କୁ ୪ କୋଟି  ୩୬ ଲକ୍ଷ ୩୧ ହଜାର  ୨୫୧  ଟଙ୍କା ଲେଖାଏଁ  ପ୍ରଦାନ କରା ଯାଇଥିଲା ।

ରାଜ୍ୟ ସରକାରଙ୍କୁ ପ୍ରଦତ୍ତ ଏହି ଲାଭାଂଶ ଗ୍ରହଣ କରିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ବିଭାଗୀୟ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଓଡିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ସଂପର୍କିତ ଆଲୋଚନା କରି ଏହାର  ଆଧୁନିକୀକରଣ ବ୍ୟବସ୍ଥା  ସଂପର୍କରେ ଆବଶ୍ୟକ ପରାମର୍ଶ ଦେଇଥିଲେ ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ପୁରୀ: ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ । ସେଥିପାଇଁ ପ୍ରକିୟା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ...

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା...

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତାମାନଙ୍କୁ ଉପନିର୍ବାଚନ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମାର୍ଗଦର୍ଶନରେ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର...

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା...

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି...

ସୁଦର୍ଶନ ପଟ୍ଟନାୟକ ଙ୍କ ଚମତ୍କାର କଳାକୃତି

ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାରେ ‘ନାରୀ ଶକ୍ତି’ର ବିଶ୍ୱକପ୍ ଜୟ ଅଭିବାଦନ

ପୁରୀ: ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିର କୂଳକୁ ପୁଣି ଥରେ ଜାତୀୟ ଗର୍ବର କାନଭାସରେ ପରିଣତ କରିଛନ୍ତି, ଭାରତୀୟ ମହିଳା କ୍ରିକେଟ ଦଳର...

Load More
Next Post
ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିର

ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିର ଅନୁଷ୍ଠିତ

ପରିବହନ ବିଭାଗ ର ବେପୁରିଆ ନୀତି

ପରିବହନ ବିଭାଗ ର ବେପୁରିଆ ନୀତି, ଡ୍ରାଇଭିଂ ଲାଇସେନ୍ସ ଥାଇ ମଧ୍ୟ କଟୁଛି ଚାଲାଣ

କେବେ କାର୍ଯ୍ୟକ୍ଷମ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ?

କେବେ କାର୍ଯ୍ୟକ୍ଷମ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ? ବଢୁଛି ଜନ ଅସନ୍ତୋଷ

ସମସ୍ଯା ଘେରରେ ତାଳଚେର

ସମସ୍ଯା ଘେରରେ ତାଳଚେର: କାହାରି ନାହିଁ ଏହାପ୍ରତି ନଜର !!

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved