Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

by Bureauom
November 5, 2025
in ରାଜ୍ୟ
A A

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି ପକ୍ଷରୁ ୨୦୦ଫୁଟ ଲମ୍ବର ଏକ ବିଶାଳ ଡଙ୍ଗା ସ୍ଥାନୀୟ ପୋଖରୀରେ ଭସାଇ କାର୍ତ୍ତିକ ପୂର୍ଣ୍ଣିମା ପାଳିଲେ ଲୋକେ । ଡଙ୍ଗାକୁ ସୁସଜ୍ଜିତ କରି କୃଷ୍ଣଙ୍କ ରାସଲୀଳା ପ୍ରସ୍ତୁତ କରାଯାଇଥିଲା । ଭୋର ୫ଟା ବେଳକୁ ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରି ଡଙ୍ଗା ଭସାଇଥିଲେ । ଏହି ଡଙ୍ଗା ଭସାଇବା ଦ୍ଵାରା ଗାଁରେ ଭାଇଚାରା ଓ ଶାନ୍ତି ରହିବା ନେଇ ବିଶ୍ବାସ ରହିଛି ।

Bureauom

Bureauom

Next Post

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

ସ୍ଲୋ ପଏଜନ ଦେଉଛି ବେଦାନ୍ତ

ସ୍ଲୋ ପଏଜନ ଦେଉଛି ବେଦାନ୍ତ: ମାଟି, ପାଣି, ପବନ ସବୁଥିରେ ବିଷ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ବାଲିଯାତ୍ରାରେ ଉଦଘାଟିତ ହେଲା ବୟନିକା

ବାଲିଯାତ୍ରାରେ ଉଦଘାଟିତ ହେଲା ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved