Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ବୌଦ୍ଧରେ ଉଦଯାପିତ ହେଲା ଆଦର୍ଶ ସଂସଦ କାର୍ଯ୍ୟାଳୟ

by Bureauom
November 7, 2025
in ବୌଦ୍ଧ
A A
ବୌଦ୍ଧରେ ଉଦଯାପିତ ହେଲା ଆଦର୍ଶ ସଂସଦ କାର୍ଯ୍ୟାଳୟ

ବୌଦ୍ଧ(ସର୍ବେଶ୍ୱର କ୍ଷେତି): ବୌଦ୍ଧ ସହରସ୍ଥିତ ଟାଉନହଲଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଆଦର୍ଶ ସଂସଦ କାର୍ଯ୍ୟାଳୟ ଉଦଯାପିତ ହୋଇଯାଇଛି। ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲ ଯୋଗ ଦେଇଥିଲେ। ସକାଳେ ଉଦଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଅଧ୍ୟକ୍ଷତା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ବୌଦ୍ଧ ବ୍ଲକ ଶିକ୍ଷା ଅଧିକାରୀ ଉପେନ୍ଦ୍ର ପ୍ରଧାନ ଓ ହରଭଙ୍ଗା ବ୍ଲକ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ ବେହେରା ଯୋଗ ଦେଇଥିଲେ। ବିଭିନ୍ନ ବିଦ୍ୟାଳୟର କ୍ରୀଡା ଶିକ୍ଷକ, ଶିକ୍ଷକ/ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ଆଦର୍ଶ ସଂସଦ କାର୍ଯ୍ୟାଳୟରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ।

Bureauom

Bureauom

Next Post
ଗାଁରେ ପହଞ୍ଚିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ

ଗାଁରେ ପହଞ୍ଚିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ: ଗାଁ ରେ ଶୋକାକୁଳ ପରିବେଶ

୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ

୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ: ବନ୍ଦେ ମାତରଂ ଗାନ ଏବଂ ଶପଥ ପାଠ

ହକି ଶତ ବାର୍ଷିକୀ ଉତ୍ସବ

ହକି ଶତ ବାର୍ଷିକୀ ଉତ୍ସବ: କାର୍ଯ୍ୟକ୍ରମ ରେ ଯୋଗଦେଲେ ଜିଲ୍ଲାପାଳ

କର୍ତ୍ତବ୍ୟ ଆଗରେ ମଉଳିନି ମମତା

କର୍ତ୍ତବ୍ୟ ଆଗରେ ମଉଳିନି ମମତା: ୫ମାସର ଶିଶୁ କନ୍ୟାକୁ କୋଳରେ ନେଇ ଟ୍ରାଫିକ ଡ୍ୟୁଟିରେ ମହିଳା ହୋମଗାର୍ଡ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved