Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

କର୍ତ୍ତବ୍ୟ ଆଗରେ ମଉଳିନି ମମତା: ୫ମାସର ଶିଶୁ କନ୍ୟାକୁ କୋଳରେ ନେଇ ଟ୍ରାଫିକ ଡ୍ୟୁଟିରେ ମହିଳା ହୋମଗାର୍ଡ

by Bureauom
November 7, 2025
in ଜିଲ୍ଲା
A A
କର୍ତ୍ତବ୍ୟ ଆଗରେ ମଉଳିନି ମମତା
0
SHARES
Share on FacebookShare on Twitter

ରାଉରକେଲା: ମା, ମମତା, କର୍ତ୍ତବ୍ୟ । ଦୁଇ ଜଣଙ୍କ ସାଙ୍ଗରେ ନେଇ ଯାଉଛନ୍ତି ଜଣେ ମାଆ । ମମତା ଆଗରେ ହାର ମାନିନି କର୍ତ୍ତବ୍ୟ କିମ୍ବା କର୍ତ୍ତବ୍ୟ ପାଇଁ ମମତାକୁ ଅଣଦେଖା କରିନାହାନ୍ତି ସେହି ମାଆ ଜଣକ । ଏମିତି ଜଣେ ମାଆ ହେଉଛନ୍ତି ରାଉରକେଲାର ମହିଳା ହୋମଗାର୍ଡ ଆଶା ତିଗ୍ଗା । ବୃତ୍ତିରେ ଜଣେ ମହିଳା ହୋମଗାର୍ଡ । ଡହଡହ ଖରାରେ ଯେତେବେଳେ ପଥଚାରୀଟିଏ ହୁଅନ୍ତୁ ବା ବାଇକ ଚାଳକ ଟ୍ରାଫିକ ପୋଷ୍ଟରେ ସ୍ବଳ୍ପ ସମୟ ରହଣି ଭିତରେ ଛାଇ ଟିକେ ଖୋଜୁଥିଲା ବେଳେ ଘଣ୍ଟାଘଣ୍ଟା ନୁହେଁ ତ ଦିନଦିନ ଧରି ଟ୍ରାଫିକ ପୋଷ୍ଟରେ କର୍ତ୍ତବ୍ୟ କରୁଛନ୍ତି ଆଶା ।

ଆଶାଙ୍କ ସଂଘର୍ଷର କାହାଣୀ କଥା କହିଲେ ଯେ କେହି ତାଙ୍କୁ ପ୍ରଶଂସା ନ କରି ରହିପାରିବନି । ଦୁଇ ଝିଅ ଓ ସ୍ବାମୀଙ୍କୁ ନେଇ ଆଶାଙ୍କ ସଂସାର । ସ୍ବାମୀ ବୃତ୍ତିରେ ଡ୍ରାଇଭର । କିଛି ଦିନ ତଳେ ଦୁର୍ଘଟଣାରେ ଆହତ ହେଲା ପରେ ଏବେ ସେ ଶଯ୍ୟାଶାୟୀ । ଶାଶୁ, ଶ୍ବଶୂର ବି ନାହାନ୍ତି । ଘରେ ବଡ଼ ଝିଅ ଓ ସ୍ବାମୀ । ସାନ ଝିଅକୁ ମାତ୍ର ୫ମାସ । ଏଭଳି ସ୍ଥିତିରେ ଆଶାଙ୍କୁ ଭାରି ପଡ଼ିଛି ସଂସାର ବୋଝ । ଘର ଚଳାଇବାକୁ ୫ମାସର ଝିଅକୁ ନେଇ ଡ୍ୟୁଟି କରୁଛନ୍ତି ଆଶା ।

ପୋଲିସର ପୋଷାକ ପିନ୍ଧି, ଗୃହରକ୍ଷୀର ଡ୍ୟୁଟି କରୁଛନ୍ତି ମହିଳା ଆଉ କୋଳରେ ୫ମାସର ଛୁଆକୁ କାଖେଇ ମାଆର ଦାୟିତ୍ୱ । ରାଉରକେଲା ବିଟ ହାଉସରେ ଗୃହରକ୍ଷୀ ଡ୍ୟୁଟି ଆଉ କାନ୍ଧର ଝୁଲା ବ୍ୟାଗ୍‌ ଭିତରେ ୫ମାସର ଝିଅ । ରାଉରକେଲା ଗୃହରକ୍ଷୀ ବାହିନୀରେ ହୋମଗାର୍ଡ ଚାକିରି କରୁଥିବା ଆଶା ତିଗ୍ଗାଙ୍କ କର୍ତ୍ତବ୍ୟନିଷ୍ଠା ଆଜି ସାଜିଛି ଉଦାହରଣ । ପିଲାଟିକୁ ସମ୍ଭାଳିବାକୁ ପରିବାରରେ କେହି ନାହାନ୍ତି । ସ୍ୱାମୀ ସଡ଼କ ଦୁର୍ଘଟଣାରେ ଆହତ ହୋଇ ଶଯ୍ୟାଶାୟୀ । ତେଣୁ ଉପାୟଶୂନ୍ୟ ହୋଇ ୫ ମାସର ଛୁଆକୁ କୋଳରେ ଧରି ଆଶା ଓହ୍ଲାଇ ଆସନ୍ତି ଡ୍ୟୁଟିକୁ । ଛେଣ୍ଡ ଥାନା ଅଧୀନରେ ଥିବା ସ୍ପେସ୍ ଛକରେ ଡ୍ୟୁଟି କରୁଛନ୍ତି ଆଶା । ପିଲାକୁ କୋଳରେ ଧରି ଟ୍ରାଫିକ ଡ୍ୟୁଟି ସୁରୁଖୁରୁରେ କରୁଥିବା ଆଶାଙ୍କୁ ସମସ୍ତଙ୍କ ପ୍ରଶଂସା । ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଏମିତି କୋଳରେ ଛୁଆକୁ ଧରି ଡ୍ୟୁଟି କରୁଛନ୍ତି । ଆଶାଙ୍କ କାମ ଓ ମମତାକୁ ସମସ୍ତେ ପ୍ରଶଂସା କରୁଛନ୍ତି । ଜିଲ୍ଲା ପୋଲିସ ପକ୍ଷରୁ ଆଶାଙ୍କ ଏଭଳି କାର୍ଯ୍ୟକୁ ସ୍ୱାଗତ କରାଯାଇଛି, ଉଦାହରଣ ସାଜିଛନ୍ତି ଆଶା ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

ତାଳଚେର(ବିଜୟ କୁମାର ଦେବତା) : ତାଳଚେର ଠାରେ ରାଷ୍ଟ୍ରୀୟ ସଂସ୍ଥା କୋଲ ଇଣ୍ଡିଆ ଲିଃ, ଗେଲ ଇଣ୍ଡିଆ ଲିଃ, ରାଷ୍ଟ୍ରୀୟ କେମିକାଲ ଏଣ୍ଡ ଫାର୍ଟିଲାଇଜର ତଥା ଏଫ...

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର,(ବିଜୟ କୁମାର ଦେବତା): ଏକ ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ମାନ୍ୟବର ସହକାରୀ ଦେୱାନୀ ବିଚାରପତି ସ୍ୱର୍ଣଲତା ନାୟକ ସମସ୍ତ ସାକ୍ଷୀ ଓ ପ୍ରମାଣ ସହ...

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ହରଭଙ୍ଗା,(ସର୍ବେଶ୍ୱର କ୍ଷେତି): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଉପାନ୍ତ ଅଞ୍ଚଳ ହରଭଙ୍ଗା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର)ର ବିକଳ ଚିତ୍ର ସାମ୍ନାକୁ...

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଲଇକେରା ଅପେରା ପଡିଆରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଛି l ମତ୍ସ୍ୟ ଚାଷ ଏବଂ...

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର(ବିଜୟ କୁମାର ଦେବତା) ଆଜି ତାଳଚେର ଉପଖଣ୍ଡରେ ପୋଲିସ ପକ୍ଷରୁ ଆୟୋଜିତ ସାଇବର ସୁରକ୍ଷା ଅଭିଯାନ ୨୦୨୫ର କାର୍ଯ୍ୟକ୍ରମ ସ୍ଥାନୀୟ ତାଳଚେର କଲେଜ ପଡ଼ିଆ ଠାରେ ଅନୁଷ୍ଠିତ...

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ

ତାଳଚେର(ବିଜୟ କୁମାର ଦେବତା): ବିଗତ ବର୍ଷର ପ୍ରକୃତିଦତ ସୌନ୍ଦର୍ଯ୍ୟମୟ ତାଳଚେର ଆଜି କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ତାଳଚେର ସହରର ଏକମାତ୍ର ନିର୍ଭର ଯୋଗ୍ୟ ବୋହି ଯାଇଥିବା ଚିରୋଦ୍ରୋତା...

Load More
Next Post
ବିଜେଡ଼ି ଜନସମ୍ପର୍କ ପଦଯାତ୍ରା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ଏମସିଏଲ ର ବଳଭଦ୍ର ଖୋଲାମୁହଁ କୋଇଲା ଖଣି ପାଇଁ ଜନ ଶୁଣାଣି ଅନୁଷ୍ଠିତ

ଏମସିଏଲ ର ବଳଭଦ୍ର ଖୋଲାମୁହଁ କୋଇଲା ଖଣି ପାଇଁ ଜନ ଶୁଣାଣି ଅନୁଷ୍ଠିତ

ପୁଲିସ ପଞ୍ଜାରେ ଡକାୟତି ଗ୍ୟାଙ୍ଗ

ପୁଲିସ ପଞ୍ଜାରେ ଡକାୟତି ଗ୍ୟାଙ୍ଗ: ୧୦ଲକ୍ଷରୁ ଉର୍ଦ୍ଧ୍ୱ ସୁନାଗହଣା ଜବତ ୬ଗିରଫ

ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ

ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ "ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ"

ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ?

ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved