Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

by Bureauom
November 13, 2025
in ଜିଲ୍ଲା, ତାଳଚେର
A A
ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର(ବିଜୟ କୁମାର ଦେବତା) ଆଜି ତାଳଚେର ଉପଖଣ୍ଡରେ ପୋଲିସ ପକ୍ଷରୁ ଆୟୋଜିତ ସାଇବର ସୁରକ୍ଷା ଅଭିଯାନ ୨୦୨୫ର କାର୍ଯ୍ୟକ୍ରମ ସ୍ଥାନୀୟ ତାଳଚେର କଲେଜ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ବ୍ରଜ କିଶୋର ପ୍ରଧାନ, ପାଲହଡ଼ା ବିଧାୟକ ଅଶୋକ ମହାନ୍ତି, ନଗରପାଳ ପବିତ୍ର ଭୂତିଆ, ଅନୁଗୋଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ଉପଜିଲ୍ଳାପାଳ ସମୀର ଜେନା, ଜଗନ୍ନାଥ ନୋଡ଼ାଲ ଜିଏମ ଅଶୋକ ଧଳ, ଆଡ଼ିସନାଲ ଏସପି ଓ ଏସଡ଼ିପିଓ ପ୍ରଭୃତି ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ତାଳଚେର ଏସଡ଼ିପିଓ ଭରତଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କରାଯାଇଥିଲା । ଏହାକୁ ଅତି ନିଆରା ଢ଼ଙ୍ଗରେ କମେଡ଼ି, ପାଲା ଓ ନାଟ୍ୟ ଭିତିକ ଭାବରେ ଜନସାଧାରଣଙ୍କୁ ସଚେତନତା କରାଯାଇଥିଲା ।

ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଦ୍ୱାରା ଜନସାଧାରଣଙ୍କ ମଧ୍ୟରେ ସାଇବର ଅପରାଧ ନିବାରଣ, ଅନଲାଇନ୍ ସୁରକ୍ଷା ଏବଂ ଡ଼ିଜିଟାଲ ସ୍ୱାକ୍ଷରତାକୁ ନେଇ ଯୁବପିଢ଼ୀ, ଛାତ୍ରଛାତ୍ରୀ, ବରିଷ୍ଠ ନାରୀକମାନେ କିପରି ଅଧିକରୁ ଅଧିକ ସଚେତନତା ଓ ସତର୍କତା ଅବଲମ୍ବନ କରିବେ ଓ ଯେଉଁମାନେ ସାଇବର ଠକାମୀର ଶୀକାର ହେଉଛନ୍ତି ସେମାନେ ୧୯୦୩ ନମ୍ବରକୁ କଲ କରି ଅଭିଯୋଗ କରିବେ ବୋଲି ଆରୀକ୍ଷ ଅଧିକ୍ଷକ ଶ୍ରୀ ଜେନ ପରାମର୍ଶ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସ୍କୁଲ, କଲେଜ, ଛାତ୍ରଛାତ୍ରୀ, ଯୁବପିଢ଼ୀ ସମତେ ବହୁସଂଖ୍ୟାରେ ଯୋଗଦେଇଥିଲେ । ତାଳଚେର ଥାନାର ସମସ୍ତ ଥାନା କର୍ମଚାରୀ ଉପସ୍ଥିତ ଥିଲେ ।

Bureauom

Bureauom

Next Post
ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

The Founding of YouTube A Short History

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved