Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

by Bureauom
November 14, 2025
in ଜିଲ୍ଲା, ତାଳଚେର
A A
ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର,(ବିଜୟ କୁମାର ଦେବତା): ଏକ ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ମାନ୍ୟବର ସହକାରୀ ଦେୱାନୀ ବିଚାରପତି ସ୍ୱର୍ଣଲତା ନାୟକ ସମସ୍ତ ସାକ୍ଷୀ ଓ ପ୍ରମାଣ ସହ ବିଚାର କରି ଆସାମୀ ରଞ୍ଜିତ କୁମାର ସାହୁକୁ ୮ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିବାସହ ୫ ହଜାର ଟଙ୍କା ଜୋରିମନା ଆଦେଶ ଶୁଣାଇଛନ୍ତି। ସୂଚନାଯୋଗ୍ୟ ଗତ ୨୦୨୩ ଫେବୃୟାରୀ ୨ ତାରିଖ ଦିନ ଏତଲାକାରୀ ବିନୋଦ ଚନ୍ଦ୍ର ସାହୁ ତାଙ୍କ ବଲଣ୍ଡା ସ୍ଥିତ କ୍ୱାର୍ଟରରେ ଥିବା ସମୟରେ ତାଙ୍କ ନିଜ ପୁଅ ରଞ୍ଜିତ କୁମାର ସାହୁ ତାଙ୍କ ଘରେ ଡକାୟତି କରିବା ଉଦ୍ଦେଶ୍ୟରେ ଘରେ ପଶି ତାଙ୍କୁ ଧକ୍କା ଦେବାସହ ତାଙ୍କ ପତ୍ନୀ କୁନି ସାହୁ ଓ ତାଙ୍କ ବୋହୁ ସୁଜାତା ସାହୁଙ୍କୁ ଏକ ଧାରୁଆ ଅସ୍ତ୍ରରେ ବେକରେ ଚୋଟ ମାରି ଘର ଆଲମିରାରୁ ୧୦ ହଜାର ଟଙ୍କା ନେଇ ପକାଇଥିଲା।

ପୁଲିସ ଏ ମାମଲାରେ ତଦନ୍ତ କରି ମୁଦଲା ରଞ୍ଜିତକୁ ଗିରଫ କରିବାସହ ଭାରତୀୟ ପିଙ୍ଗଳ କୋର୍ଡ ୩୯୪/୩୨୪/୩୨୬/୩୯୭ ଓ ୩୦୭ରେ ମାମଲା ରୁଜ୍ଜୁ କରି କୋର୍ଟ ଚାଲାଣ କରିଥିଲେ। ମାମଲାକୁ ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ଗିରିଜା ଶଙ୍କର ମିଶ୍ର ପରିଚାଳନା କରିଥିଲେ।

Bureauom

Bureauom

Next Post
ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

The Founding of YouTube A Short History

Отзывы пользователей о 1win официальном сайте: что говорят игроки

Как оставаться в курсе новостей Pinco Casino Зеркало

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved