Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ବିଶ୍ଵ ମିତବ୍ୟୟିତା ଦିବସ 2025: ମିତାବ୍ୟୟୀ ହୋଇ ସଞ୍ଚୟ କରନ୍ତୁ

by Bureauom
October 30, 2025
in ଜିଲ୍ଲା
A A
ବିଶ୍ଵ ମିତବ୍ୟୟିତା ଦିବସ 2025
0
SHARES
Share on FacebookShare on Twitter

ବୌଦ୍ଧ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ବିଶ୍ଵ ମିତବ୍ୟୟିତା ଦିବସ 2025 ଉପଲକ୍ଷେ ସାମୂହିକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲା। ଏହାର ଅଧ୍ୟକ୍ଷତା ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ କରିଥିଲେ। ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଧରିତ୍ରୀ ପ୍ରଧାନ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ମିତବ୍ୟୟିତା ଓ ସଞ୍ଚୟ ମଧ୍ୟରେ ତଫାତ୍ ବିଷୟରେ ଆଲୋଚନା କରିଥିଲେ।

ଲିଡ଼ ବ୍ୟାଙ୍କ ଅଫିସର ଡନ ବାସ୍କୋଟି ଆର୍ଥିକ ଅନ୍ତର୍ଭୁକ୍ତିକରଣ ବିଷୟରେ ଏବଂ ଦୁର୍ଘଟଣା ଜନିତ ମୃତ୍ୟୁ ନିମନ୍ତେ ଥିବା ବୀମା ଯୋଜନା — ଯେପରି ଅଟଳ ପେନସନ ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଜନଧନ ଯୋଜନା ଓ ଡିଜିଟାଲ ଦେଣନେଣ ବିଷୟରେ ସୂଚନା ପ୍ରଦାନ କରିଥିଲେ। ଆଇପିଓ କୃଷ୍ଣ ଶତପଥୀ ଡାକଘର ଯୋଜନାଗୁଡ଼ିକ — କିଶାନ ବିକାଶ ପତ୍ର, ପବ୍ଲିକ ପ୍ରୋଭିଡେଣ୍ଟ ଫଣ୍ଡ, ପୋଷ୍ଟାଲ ଲାଇଫ ଇନସୁରେନ୍ସ, ଗ୍ରୁପ ଆକ୍ସିଡେଣ୍ଟାଲ ଇନସୁରେନ୍ସ ଏବଂ ବିଶେଷତଃ ସୁକନ୍ୟା ସମୃଦ୍ଧି ଯୋଜନା ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ।

ଆଇପିବି ବ୍ୟାଙ୍କ ମ୍ୟାନେଜର ଦେବବ୍ରତ ସାହୁ ଗ୍ରାମୀଣ ଓ ଦୁର୍ଗମ ଅଞ୍ଚଳରେ ଡାକ ସେବକମାନଙ୍କ ମାଧ୍ୟମରେ କିପରି ପୋଷ୍ଟ ଅଫିସ ଡିଜିଟାଲ ବ୍ୟାଙ୍କିଂ ସୁବିଧା ଯୋଗାଉଛି ଏବଂ ଏହାର ସୁରକ୍ଷିତ ପ୍ରଣାଳୀ ବିଷୟରେ ସଚେତନ ବାର୍ତ୍ତା ପ୍ରଦାନ କରିଥିଲେ। ଡିଏସପି ଆନନ୍ଦ କୁମାର ଡୁଙ୍ଗଡୁଙ୍ଗ ଓ ଆଦର୍ଶ ଥାନା ଅଧିକାରୀ ନଳିନୀକାନ୍ତ ଦାଶ ସାଇବର ଠକେଇରୁ କିପରି ସୁରକ୍ଷିତ ରହିବା ଏବଂ ସଚେତନ ହେବା ବିଷୟରେ ସ୍ପଷ୍ଟ ଭାବେ ଆଲୋକପାତ କରିଥିଲେ।

ଶେଷରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଜୀବନରେ ଧନର ମହତ୍ତ୍ୱ, ଟଙ୍କାର ସଦୁପଯୋଗ ଏବଂ ଠକେଇ ଠାରୁ ଧନ ସୁରକ୍ଷା ବିଷୟରେ ଉପସ୍ଥିତ ଅତିଥିମାନଙ୍କୁ ପରାମର୍ଶ ଦେଇଥିଲେ। ଉପଲକ୍ଷେ ପୂର୍ବରୁ ଆୟୋଜିତ ବକ୍ତୃତା, ପୋଷ୍ଟର ଓ କୁଇଜ୍ ପ୍ରତିଯୋଗିତାର ବିଜେତାମାନଙ୍କୁ ପ୍ରଶଂସା ପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା। ଶେଷରେ ଧରିତ୍ରୀ ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସାଗରୀକା ଦତ୍ତ, ଡେପୁଟି କଲେକ୍ଟର ଶୁଭେନ୍ଦୁ କୁମାର ଜେନା ଓ ବିବେକାନନ୍ଦ ମିଶ୍ର, ସହକାରୀ ଜିଲ୍ଲାପାଳ ଅକ୍ରୁର କୁମାର ଯାନୀ ସହିତ ବରିଷ୍ଠ ଓ କନିଷ୍ଠ ରାଜସ୍ଵ ସହାୟକମାନେ ଉପସ୍ଥିତ ଥିଲେ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

ତାଳଚେର(ବିଜୟ କୁମାର ଦେବତା) : ତାଳଚେର ଠାରେ ରାଷ୍ଟ୍ରୀୟ ସଂସ୍ଥା କୋଲ ଇଣ୍ଡିଆ ଲିଃ, ଗେଲ ଇଣ୍ଡିଆ ଲିଃ, ରାଷ୍ଟ୍ରୀୟ କେମିକାଲ ଏଣ୍ଡ ଫାର୍ଟିଲାଇଜର ତଥା ଏଫ...

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର,(ବିଜୟ କୁମାର ଦେବତା): ଏକ ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ମାନ୍ୟବର ସହକାରୀ ଦେୱାନୀ ବିଚାରପତି ସ୍ୱର୍ଣଲତା ନାୟକ ସମସ୍ତ ସାକ୍ଷୀ ଓ ପ୍ରମାଣ ସହ...

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ହରଭଙ୍ଗା,(ସର୍ବେଶ୍ୱର କ୍ଷେତି): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଉପାନ୍ତ ଅଞ୍ଚଳ ହରଭଙ୍ଗା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର)ର ବିକଳ ଚିତ୍ର ସାମ୍ନାକୁ...

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଲଇକେରା ଅପେରା ପଡିଆରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଛି l ମତ୍ସ୍ୟ ଚାଷ ଏବଂ...

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର(ବିଜୟ କୁମାର ଦେବତା) ଆଜି ତାଳଚେର ଉପଖଣ୍ଡରେ ପୋଲିସ ପକ୍ଷରୁ ଆୟୋଜିତ ସାଇବର ସୁରକ୍ଷା ଅଭିଯାନ ୨୦୨୫ର କାର୍ଯ୍ୟକ୍ରମ ସ୍ଥାନୀୟ ତାଳଚେର କଲେଜ ପଡ଼ିଆ ଠାରେ ଅନୁଷ୍ଠିତ...

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ

ତାଳଚେର(ବିଜୟ କୁମାର ଦେବତା): ବିଗତ ବର୍ଷର ପ୍ରକୃତିଦତ ସୌନ୍ଦର୍ଯ୍ୟମୟ ତାଳଚେର ଆଜି କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ତାଳଚେର ସହରର ଏକମାତ୍ର ନିର୍ଭର ଯୋଗ୍ୟ ବୋହି ଯାଇଥିବା ଚିରୋଦ୍ରୋତା...

Load More
Next Post
Fire at Rajasthan Resort

Fire at Rajasthan Resort: ତମ୍ବୁ ଜଳି ପାଉଁଶ ,ପର୍ଯ୍ୟଟକମାନେ ସୁରକ୍ଷିତ

ଇନ୍ଦିରା ଗାନ୍ଧୀ ମୃତ୍ୟୁ ବାର୍ଷିକୀ

ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀ ରେ ରାହୁଲ ଗାନ୍ଧୀଙ୍କ ଶ୍ରଦ୍ଧାଞ୍ଜଳି

ଏୟାର ଇଣ୍ଡିଆ

ମାଲିକଙ୍କଠାରୁ ୧୦,୦୦୦ କୋଟି ଟଙ୍କାର ସହାୟତା ଲୋଡିଲା ଏୟାର ଇଣ୍ଡିଆ

Nayagarh Collector and DEO in Action Mode

Nayagarh Collector and DEO in Action Mode: ସାବାଡ ହେବେ ଅମାନିଆ ଶିକ୍ଷକ

Rashtriya Ekta Diwas at Cuttack OSAP

Rashtriya Ekta Diwas at Cuttack OSAP: ସର୍ଦ୍ଦାର ପଟେଲଙ୍କ 150ତମ ଜୟନ୍ତୀ ପାଳନ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved