Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

Rashtriya Ekta Diwas: ଅନନ୍ତ ଡି.ଏ.ଭି.ରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

by Bureauom
October 31, 2025
in ଜିଲ୍ଲା
A A
Rashtriya Ekta Diwas
0
SHARES
Share on FacebookShare on Twitter

ତାଳଚେର: ରାଷ୍ଟ୍ରୀୟ ଏକତା ଦିବସ(Rashtriya Ekta Diwas ) ଅବସରରେ ମହାନଦୀ କୋଲ୍ ଫିଲ୍ଡସ୍ ଜଗନ୍ନାଥ କ୍ଷେତ୍ର ଅନ୍ତର୍ଗତ ଡି.ଏ.ଭି. ପବ୍ଲିକ୍ ସ୍କୁଲ ପରିସରରେ ଉତ୍ସାହମୟ ଭାବରେ ପାଳନ କରାଯାଇଛି। ଉତ୍ସବରେ ବିଦ୍ୟାଳୟ ଅଧ୍ୟକ୍ଷ ଶୁଭେନ୍ଦୁ ଶେଖର ବୋଷ୍ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହିତ ପ୍ରଦୀପ ପ୍ରଜ୍ଜ୍ଵଳନ କରିଥିଲେ। ଏହି ପବିତ୍ର ଅବସରରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରି ଉତ୍ସବରେ ଆନନ୍ଦ ଭରିଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ନିଜ ବକ୍ତବ୍ୟରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୀବନୀ ଓ ତାଙ୍କ ଦେଶପ୍ରେମୀ ଚରିତ୍ର ଉପରେ ଆଲୋକପାତ କରିଥିଲେ।

ରାଷ୍ଟ୍ରୀୟ ଏକତା ଦିବସ(Rashtriya Ekta Diwas ) ଅବସରରେ ଛାତ୍ରୀ ଅର୍ପିତା ନାୟକ ଲୌହ ପୁରୁଷଙ୍କ ଜୀବନର ସ୍ମରଣୀୟ ଘଟଣା ଉପରେ ଅଭିଭାଷଣ ଦେଇଥିଲେ। ଶିକ୍ଷୟିତ୍ରୀ ସବନମ୍ ମଲ୍ଲିକ ମଞ୍ଚ ସଞ୍ଚାଳନ କରିଥିବା ବେଳେ ମାନସ ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ସବିତାପ୍ରଭା ପଣ୍ଡା କୁଇଜ୍ ପରିଚାଳନା କରିଥିଲେ ଓ ସରିତା ସାହୁ ଏକତା ଶପଥ ପାଠ କରାଇଥିଲେ। କ୍ଵିଜ୍ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ଅଧ୍ୟକ୍ଷ ମହୋଦୟ ପୁରସ୍କୃତ କରିଥିଲେ। ଏହି ସମାରୋହରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

ତାଳଚେର(ବିଜୟ କୁମାର ଦେବତା) : ତାଳଚେର ଠାରେ ରାଷ୍ଟ୍ରୀୟ ସଂସ୍ଥା କୋଲ ଇଣ୍ଡିଆ ଲିଃ, ଗେଲ ଇଣ୍ଡିଆ ଲିଃ, ରାଷ୍ଟ୍ରୀୟ କେମିକାଲ ଏଣ୍ଡ ଫାର୍ଟିଲାଇଜର ତଥା ଏଫ...

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର,(ବିଜୟ କୁମାର ଦେବତା): ଏକ ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ମାନ୍ୟବର ସହକାରୀ ଦେୱାନୀ ବିଚାରପତି ସ୍ୱର୍ଣଲତା ନାୟକ ସମସ୍ତ ସାକ୍ଷୀ ଓ ପ୍ରମାଣ ସହ...

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ହରଭଙ୍ଗା,(ସର୍ବେଶ୍ୱର କ୍ଷେତି): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଉପାନ୍ତ ଅଞ୍ଚଳ ହରଭଙ୍ଗା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର)ର ବିକଳ ଚିତ୍ର ସାମ୍ନାକୁ...

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଲଇକେରା ଅପେରା ପଡିଆରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଛି l ମତ୍ସ୍ୟ ଚାଷ ଏବଂ...

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର(ବିଜୟ କୁମାର ଦେବତା) ଆଜି ତାଳଚେର ଉପଖଣ୍ଡରେ ପୋଲିସ ପକ୍ଷରୁ ଆୟୋଜିତ ସାଇବର ସୁରକ୍ଷା ଅଭିଯାନ ୨୦୨୫ର କାର୍ଯ୍ୟକ୍ରମ ସ୍ଥାନୀୟ ତାଳଚେର କଲେଜ ପଡ଼ିଆ ଠାରେ ଅନୁଷ୍ଠିତ...

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ

ତାଳଚେର(ବିଜୟ କୁମାର ଦେବତା): ବିଗତ ବର୍ଷର ପ୍ରକୃତିଦତ ସୌନ୍ଦର୍ଯ୍ୟମୟ ତାଳଚେର ଆଜି କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ତାଳଚେର ସହରର ଏକମାତ୍ର ନିର୍ଭର ଯୋଗ୍ୟ ବୋହି ଯାଇଥିବା ଚିରୋଦ୍ରୋତା...

Load More
Next Post
Loan Fraud in Jharsuguda

Loan Fraud in Jharsuguda:ଘରୋଇ ଅର୍ଥ ଲଗାଣକାରି ସଂସ୍ଥାରେ ବଡ଼ ଧରଣର ଋଣ ଜାଲିଆତି

inspiring-journey-of-tribal-girl-rani

Inspiring journey of tribal girl Rani: କେନ୍ଦୁଝରରୁ କନ୍ଧମାଳ ଯାତ୍ରା

Odisha Child Protection Day

Odisha Child Protection Day: ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ୱାରୋପ

Vivekananda Vidyamandir Annual Sports

Vivekananda Vidyamandir Annual Sports: ବିବେକାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡ଼ା

Lift Irrigation Project Irregularities

Lift Irrigation Project Irregularities: ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଚଞ୍ଚକତା

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved