Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

Vivekananda Vidyamandir Annual Sports: ବିବେକାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡ଼ା

by Bureauom
November 1, 2025
in ଅନୁଗୁଳ, ଜିଲ୍ଲା
A A
Vivekananda Vidyamandir Annual Sports

ତାଳଚେର: ତାଳଚେର ଟାଉନ୍‌‍ ସ୍ଥିତ ବିବେକାନନ୍ଦ ବିଦ୍ୟାମନ୍ଦିରର 28ତମ ବାର୍ଷିକ କ୍ରୀଡ଼ା ଉଦ୍‌୍ଘାଟିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ ତାଳଚେର ଡେପୁଟି କଲେକ୍ଟର ମାନସ ମୋହନ ସେଠ, ମୁଖ୍ୟବଚ୍ଛା ଭାବେ ତାଳଚେର ଓକିଲ ସଂଘ ସଭାପତି ସନ୍ତୋଷ କୁମାର ସାହୁ ଓ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ୱାଦିକ ଡ. ରଶ୍ମିରଞ୍ଜନ ମିଶ୍ର ଓ ବିଜୟ କୁମାର ଦେବତା ପ୍ରମୁଖ ଯୋଗଦେଇ କ୍ରୀଡ଼ା ଉତ୍ସବକୁ ଉଦ୍ଘାଟନ କରିଥିଲେ। ଛାତ୍ରଛାତ୍ରୀଙ୍କ ଦୈନନ୍ଦିନ ଜୀବନରେ ଶିକ୍ଷା ସହିତ କ୍ରୀଡ଼ା ଆବଶ୍ୟକ ବୋଲି କହିବା ସହିତ କ୍ରୀଡ଼ା ଯୋଗୁଁ ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶ ହୋଇପାରିବ ବୋଲି ଅତିଥିମାନେ ମତବ୍ୟଚ୍ଛ କରିଥିଲେ। ଅତିଥିମାନଙ୍କ ଦ୍ଵାରା କ୍ରୀଡ଼ା ମଶାଲ ସ୍ଥାପନ କରାଯିବା ସହିତ କ୍ରୀଡ଼ା ପତାକୁ ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀମାନଙ୍କୁ ଶପଥପାଠ କରାଇଥିଲେ। ସ୍କୁଲର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଚନ୍ଦ୍ର ସିଂହସାମନ୍ତ ଅଧ୍ୟକ୍ଷତା କରିଥିଲା ବେଳେ ପରିଚାଳନା କମିଟିର ସମ୍ପାଦକ ନିରଞ୍ଜନ କର ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀମାନେ ବିଭିନ୍ନ କ୍ରୀଡ଼ାରେ ଅଂଶଗ୍ରହଣ କରିଥିଲେ।

Bureauom

Bureauom

Next Post
Lift Irrigation Project Irregularities

Lift Irrigation Project Irregularities: ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଚଞ୍ଚକତା

Youth’s Document Forgery Case Jharsuguda

Youth’s Document Forgery Case Jharsuguda: ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଧେଶ ପରେ ମାମଲା ରୁଜୁ

Cyber Security Awareness Campaign

ସାଇବର ସୁରକ୍ଷା ସଚେତନତା ଅଭିଯାନ : ବୌଦ୍ଧ ଟାଉନହଲ୍‌ରେ ଆୟୋଜିତ

ବେଆଇନ ବାଲି ଡିପୋରେ ଚଢ଼ାଉ କେବେ?

ହରଭଙ୍ଗା ବେଆଇନ ବାଲି ଡିପୋ: ବାଲି ମାଫିଆ ସକ୍ରିୟ, ଖଣି ବିଭାଗ ନିରବ ଦ୍ରଷ୍ଟା ସାଜିଛି

MCL National Excellence Award

MCL National Excellence Award: ଜିଏମ ଅଶୋକ କୁମାର ଧଳଙ୍କୁ ଜାତୀୟ ସ୍ତରର ଉତ୍କର୍ଷ ପୁରସ୍କାର

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved