Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ହରଭଙ୍ଗା ବେଆଇନ ବାଲି ଡିପୋ: ବାଲି ମାଫିଆ ସକ୍ରିୟ, ଖଣି ବିଭାଗ ନିରବ ଦ୍ରଷ୍ଟା ସାଜିଛି

by Bureauom
November 2, 2025
in ବୌଦ୍ଧ
A A
ବେଆଇନ ବାଲି ଡିପୋରେ ଚଢ଼ାଉ କେବେ?

ହରଭଙ୍ଗା/ବୌଦ୍ଧ (ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବେଆଇନ ବାଲି ଡିପୋ ରୁ ବାଲି ଚୋରା ଚାଲାଣ ହେଉଥିବା ଖବର ସାମ୍ନାକୁ ଆସିଛି l ହରଭଙ୍ଗା ତହସିଲ ଅନ୍ତର୍ଗତ ଭେଜିଗୋରା ଗ୍ରାମର ବିଭିନ୍ନ ସ୍ଥାନରେ ଥିବା ଏହି ବେଆଇନ ବାଲି ଡିପୋଗୁଡିକ କୃତ୍ରିମ ପାହାଡ଼ର ଭ୍ରମ ସୃଷ୍ଟି କରୁଥିବା ବେଳେ ଚଢ଼ା ଦରରେ ବାଲି ବିକ୍ରି ହେଉଥିବା ଅଭିଯୋଗ ମଧ୍ୟ ହେଉଛି l ବାଲି ମାଫିଆଙ୍କ ଚାନ୍ଦା ପାଖରେ ବିଭାଗୀୟ ଅଧିକାରୀଙ୍କ ସ୍ୱାଭିମାନ ବନ୍ଧା ପଡ଼ିଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି l ଖଣି ବିଭାଗ ଏବଂ ପୋଲିସ ରାଜନୈତିକ ଚାପର ବଶବର୍ତ୍ତୀ ହୋଇ ସବୁକିଛି ଜାଣି ସୁଦ୍ଧା ନିରବ ଦ୍ରଷ୍ଟା ସାଜିଥିବା ବେଳେ ବିରାଟ ବଳେ କିଚକ ରାଜା ଭଳି ବାଲି ମାଫିଆମାନେ ନେତାଙ୍କ ବଳରେ ବଳିଆନ ଭଳି ମନେ ହେଉଛି l

ବେଆଇନ ବାଲି ଡିପୋରେ ଚଢ଼ାଉ କେବେ?

ହରଭଙ୍ଗା ବେଆଇନ ବାଲି ଡିପୋ ଉପରେ ଚଢ଼ାଉ କରାଯାଉ ନଥିବା ଘଟଣା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ସ୍ୱଚ୍ଛତା ତଥା ଉତ୍ତରଦାୟିତ୍ୱ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଥିବା ବେଳେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି? ତେଣୁ ବୌଦ୍ଧ ଜିଲ୍ଲା ପ୍ରଶାସନ ଉକ୍ତ ଘଟଣା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ସହ ଲଘୁ ଖଣିଜ ନିୟମର ଧଜିଆ ଉଡାଉଥିବା ବାଲି ମାଫିଆଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି l

Bureauom

Bureauom

Next Post
MCL National Excellence Award

MCL National Excellence Award: ଜିଏମ ଅଶୋକ କୁମାର ଧଳଙ୍କୁ ଜାତୀୟ ସ୍ତରର ଉତ୍କର୍ଷ ପୁରସ୍କାର

Jharsuguda Dacoity Case

Jharsuguda Dacoity Case: ଡକାୟତି ପୂର୍ବରୁ ମାଡ଼ି ବସିଲା ପୁଲିସ୍ "୫ ଅଭିଯୁକ୍ତ ଗିରଫ"

Talcher Kartikeswar Puja

Talcher Kartikeswar Puja: ତାଳଚେରରେ ଧୁମଧାମରେ ପୂଜା ପାଇଲେ ବାବା କାର୍ତ୍ତିକେଶ୍ୱର

ସୁଦର୍ଶନ ପଟ୍ଟନାୟକ ଙ୍କ ଚମତ୍କାର କଳାକୃତି

ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାରେ ‘ନାରୀ ଶକ୍ତି’ର ବିଶ୍ୱକପ୍ ଜୟ ଅଭିବାଦନ

ଥେନିର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved