Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ଚୋରି ଉଦ୍ଧାର ମୋବାଇଲ ହସ୍ତାନ୍ତର ମେଳା: ଜିଲ୍ଲା ପୁଲିସର ଅଭିନବ ପ୍ରୟାସ

ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ଆୟୋଜିତ ମେଳାରେ ୧୦୧ ଟି ଉଦ୍ଧାର ମୋବାଇଲ ହସ୍ତାନ୍ତର; ଆରକ୍ଷୀ ଅଧିକ୍ଷକ ରାଘବେନ୍ଦ୍ରଙ୍କ ପ୍ରଶଂସା

by Bureauom
November 3, 2025
in ଝାରସୁଗୁଡା
A A
ଚୋରି ଉଦ୍ଧାର ମୋବାଇଲ ହସ୍ତାନ୍ତର ମେଳା
0
SHARES
Share on FacebookShare on Twitter

ଝାରସୁଗୁଡ଼ା(ବିଜୟ ଶଙ୍କର ଦାଶ) : ଜିଲ୍ଲା ପୁଲିସ୍ ପ୍ରଶାସନ ପକ୍ଷରୁ ଚୋରି ଉଦ୍ଧାର ମୋବାଇଲ ହସ୍ତାନ୍ତର ମେଳା ଅନୁଷ୍ଠିତ ହୋଇଛି l ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ Gundala Reddy Raghavendra ଯୋଗଦେଇ ୧୦୧ ଟି ଉଦ୍ଧାର ମୋବାଇଲ ହସ୍ତାନ୍ତର କରିବା ସହ ଜିଲ୍ଲା ପୁଲିସ୍ ଅଧିକାରୀଙ୍କ ପଦକ୍ଷେପକୁ ପ୍ରଶଂସା କରିଥିଲେ l ଦିନକୁ ଦିନ ମୋବାଇଲ ଚୋରି ଘଟଣା ବୃଦ୍ଧି ପାଉଥୁବା ବେଳେ ଏଥିରେ ଅଙ୍କୁଶ ଲଗାଇବା ସହ ଚୋରି ମୋବାଇଲ ଗୁଡ଼ିକୁ ଉଦ୍ଧାର କରିବାକୁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଆରକ୍ଷୀ ଅଧିକ୍ଷକ ରାଘବେନ୍ଦ୍ର l

ଚୋରି ଉଦ୍ଧାର ମୋବାଇଲ ହସ୍ତାନ୍ତର ମେଳା

ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଚୋରି ହୋଇଥିବା ମାମଲା ଗୁଡ଼ିକର ଲିଷ୍ଟ ପ୍ରସ୍ତୁତ କରିବା ସହ ସମସ୍ତ ମୋବାଇଲ ଗୁଡ଼ିକୁ ଉଦ୍ଧାର କରିବା ପାଇଁ ଆରକ୍ଷୀ ଅଧିକ୍ଷକ ରାଘବେନ୍ଦ୍ର ବରିଷ୍ଟ ପୁଲିସ୍ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ ପରେ ୧୦୧ ଟି ମୋବାଇଲ ଉଦ୍ଧାର ହୋଇଥିଲା l ଉଦ୍ଧାର ହୋଇଥିବା କେତେକ ମୋବାଇଲ ଗୁଡ଼ିକୁ ଆଜି ମୋବାଇଲ ମାଲିକଙ୍କୁ ହସ୍ତାନ୍ତର କରାଯାଇଛି l ହେଲେ କେତେକ ମୋବାଇଲ ମାଲିକ କୌଣସି କାରଣ ବଶତଃ ଆଜି ଆସିନ ଥିବା ବେଳେ ଆଗାମୀ ଦିନରେ ସମସ୍ତ ମୋବାଇଲ ଗୁଡ଼ିକୁ ହସ୍ତାନ୍ତର କରିବାର ବ୍ୟବସ୍ଥା କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ରାଘବେନ୍ଦ୍ର କହିଥିଲେ l

ଅନେକ ସମୟରେ କାଗଜପତ୍ର ଜାଲିଆତି କରି ଅନ୍ୟ ଲୋକ ସିମ କାର୍ଡ ବ୍ୟବହାର କରୁଥିବା ବେଳେ କୌଣସି ଅପରାଧ ଘଟିଲେ ଯାହାଙ୍କ ନାମରେ ସିମ କାର୍ଡ ଥାଏ ତାଙ୍କୁ ନାନାଦି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ l ଏହି ସମସ୍ୟାରୁ ନିଜକୁ ସୁରକ୍ଷିତ ଅବା ମୁକୁଳିବା ପାଇଁ ସଂଚାର ସାଥି ଆପରେ ଯାଞ୍ଚ କରି ଆବଶ୍ୟକ ସ୍ଥଳେ ସିମ କାର୍ଡକୁ ବନ୍ଦ କରାଯାଇ ପାରିବ l ସେହିପରି ମୋବାଇଲ ହଜିଗଲେ ଅବା ଚୋରି ହେଲେ ପ୍ରଥମେ ନିକଟସ୍ଥ ଥାନାରେ ଲିଖିତ ଅଭିଯୋଗ ଓ ପରେ CEIR portal (https://ceir.gov.in) କୁ ଯାଇ ହଜିଯାଇଥିବା ମୋବାଇଲକୁ କେମିତି ଲକ କରିବେ ସେନେଇ ଜିଲ୍ଲାବାସୀଙ୍କ ଉଦ୍ଧେଶ୍ୟରେ ପରାମର୍ଶ ଦେଇଥିଲେ ଆରକ୍ଷୀ ଅଧିକ୍ଷକ ରାଘବେନ୍ଦ୍ର l କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମଧୁସିକ୍ତା ମିଶ୍ର ଓ ଜେମ୍ସ ସମାଦ, ଝାରସୁଗୁଡ଼ା ଏସଡିପିଓ ଉମା ଶଙ୍କର ସିଂ ଓ ବ୍ରଜରାଜନଗର ଏସଡିପିଓ ଚିନ୍ତାମଣି ପ୍ରଧାନ, ବିଭିନ୍ନ ଥାନାର ଅଧିକାରୀ ଙ୍କ ସହ ବହୁ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ l

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଲଇକେରା ଅପେରା ପଡିଆରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଛି l ମତ୍ସ୍ୟ ଚାଷ ଏବଂ...

ବିଗତ ଘଟଣାର ପୁନରାବୃତ୍ତି ନହେଉ

ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ): ଆସନ୍ତା ୧୭ ତାରିଖ ଦିନ ବଞ୍ଜାରି ଓ କୁଡ଼ାଲୋଇ ଠାରେ SIA ଜନ ଶୁଣାଣି ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି ।...

ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ

ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉନ୍ନୟନ ମୂଳକ ବିଭିନ୍ନ ଯୋଜନା ଗୁଡ଼ିକୁ ନେଇ ଲଇକେରା ବ୍ଳକ ସ୍ଥିତ ପଞ୍ଚାୟତ ସମିତି...

ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ

ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ): ଲଇକେରା ବ୍ଳକ ଅନ୍ତର୍ଗତ କୁଳେଇମୁରା ପଞ୍ଚାୟତ ମୁନ୍ଦ୍ରାଜୋର ଗାଁକୁ ସଂଯୋଗ କରୁଥିବା ତେଲେନ ନଦୀ ବ୍ରିଜ ଗତ ବନ୍ୟାରେ ଦବିଯାଇ ବିପଦ...

ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ

ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ରୋଡ ରୋମିଓଙ୍କ ନିଦ ହଜାଇଲା ପୁଲିସ l ରୋଡ଼ ରୋମିଓଙ୍କ ଆକ୍ସନ ପରେ ପୁଲିସର ଏବେ ଦେଖିବାକୁ ମିଳିଛି ରିଆକ୍ସନ...

ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ

ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଝାରସୁଗୁଡ଼ା ସଦର ବ୍ଲକ ବ୍ରଜରାଜନଗର କୁଦୋପାଲି ପଞ୍ଚାୟତବାସୀ ଜୀବନ ଜୀବିକା ଉପରେ କୁଠାରଘାତ ହେଉଥିବା ଅଭିଯୋଗ ହେଉଛି l କୁଦୋପାଲି...

Load More
Next Post
ବେଦାନ୍ତର ପିଛା ଛାଡୁନାହିଁ ଜନ ଅସନ୍ତୋଷ

ବେଦାନ୍ତର ପିଛା ଛାଡୁନାହିଁ ଜନ ଅସନ୍ତୋଷ "ଆନ୍ଦୋଳନ ଚେତାବନୀ ଦେଲେ ଭୁର୍କାମୁଣ୍ଡା ଗ୍ରାମବାସୀ"

ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ଲାଭାଂଶ ପ୍ରଦାନ

ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୩.୪ କୋଟି ଲାଭାଂଶ ପ୍ରଦାନ

ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିର

ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିର ଅନୁଷ୍ଠିତ

ପରିବହନ ବିଭାଗ ର ବେପୁରିଆ ନୀତି

ପରିବହନ ବିଭାଗ ର ବେପୁରିଆ ନୀତି, ଡ୍ରାଇଭିଂ ଲାଇସେନ୍ସ ଥାଇ ମଧ୍ୟ କଟୁଛି ଚାଲାଣ

କେବେ କାର୍ଯ୍ୟକ୍ଷମ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ?

କେବେ କାର୍ଯ୍ୟକ୍ଷମ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ? ବଢୁଛି ଜନ ଅସନ୍ତୋଷ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved