Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିର ଅନୁଷ୍ଠିତ

ଅନୁଗୋଳରେ ଓଡ଼ିଶା ଶିଳ୍ପୀ ମହାସଂଘ ଦ୍ୱାରା ଆୟୋଜିତ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିରରେ ଶିଳ୍ପୀ ଓ ବୁଣାକାରଙ୍କ ଏକତା, ସଂଗଠନ ଓ ବିକାଶ ଉପରେ ଆଲୋଚନା।

by Bureauom
November 4, 2025
in ଅନୁଗୁଳ
A A
ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିର
0
SHARES
Share on FacebookShare on Twitter

ଅନୁଗୋଳ (ବିଜୟ କୁମାର ଦେବତା): ଆମ ରାଜ୍ୟର ଶିଳ୍ପୀ ଓ ବୁଣାକାର ଆମ ଓଡିଶା ଅସ୍ମିତାର ପରିଚୟ । କିନ୍ତୁ ସେମାନେ ଅସଂଗଠିତ ହୋଇଥିବା କାରଣରୁ ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ର ରାଜ୍ୟ ବା କେନ୍ଦ୍ର ସରକାରଙ୍କ ସେତେଟା ଦୃଷ୍ଟି ଆକର୍ଷଣ କରି ପାରୁନାହିଁ । କାରିଗର ଓ ବୁଣାକାରଙ୍କ ଏକତା ସମୟର ଆବଶ୍ୟକତା ଅଟେ । ସେମାନ ସଂଘବଦ୍ଧ ହୋଇ ପରସ୍ପରକୁ ସହଯୋଗ କରିବା ସହ ନିଜର ଦାବୀ ଉତଥାପନ କରିପାରିଲେ ଏକ୍ଷେତ୍ରର ଅନେକ ମୈାଳିକ ସମସ୍ୟାର ସମାଧାନ ହୋଇପାରିବ । କଂଚାମାଲ ସମସ୍ୟା ଠାରୁ ଆରମ୍ଭ କରି ଉତ୍ପାଦନ ଏବଂ ବିକ୍ରୟ ସମସ୍ୟା ଆଦି ରେ ଛଟପଟ ହେଉଥିବା ଏହି ଶିଳ୍ପୀ ଜାତି ବିକାଶର ଧାରାରେ ସାମିଲ ହେଇ ପାରିବ ବୋଲି ଓଡିଶା ଶିଳ୍ପୀ ମହାସଂଘର ରାଜ୍ୟ ସଂପାଦକ ପ୍ରିୟରଂଜନ କର କହିଛନ୍ତି । ଅନୁଗୋଳର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ପରିସରରେ ଆୟୋଜିତ ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିରର ବକ୍ତା ଭାବେ ଯୋଗ ଦେଇ ଶ୍ରୀ କର ନିଜ ସମସ୍ତ ବକ୍ତବ୍ୟରେ କାରିଗର ଓ ବୁଣାକାର ଏକତା ଉପରେ ଜୋର ଦେଇଥିଲେ ।

ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥୀ ଭାବେ ଅନୁଗୋଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ ନିଜ ବକ୍ତବ୍ୟରେ କାରିଗରମାନେ ତିଆରି କରୁଥିବା ଉତ୍ପାଦ ସବୁ ନିଜ ଘରମାନଙ୍କରେ ବ୍ୟବହାର କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଯାହାଫଳରେ ସେମାନଙ୍କ ଉତ୍ପାଦ ସବୁକୁ ଅନ୍ୟମାନେ କିଣିବା ପାଇଁ ଆଗ୍ରହ ହେବେ ଓ କାରିଗରଙ୍କ ଆର୍ଥିକ ବିକାଶ ହୋଇ ପାରିବ । ଏହି ସଚେତନତା ଶିବିରରେ ସମ୍ମାନିତ ଅତିଥୀ ଭାବେ ବୟନିକାର ରାଜ୍ୟ ସଭାପତି ପ୍ରକାଶ ଚନ୍ଦ୍ର ମେହେର ନିଜ ବକ୍ତବ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଣାକାରଙ୍କ ପାଇଁ ରହିଥିବା ବିଭିନ୍ନ ଯୋଜନା ସଂପର୍କରେ ସୁଚନା ପ୍ରଦାନ କରିଥିଲେ । ମଂଚ ଉପରେ ଅନ୍ୟତମ ଅତିଥୀ ଭାବେ ଏକତା ପରିଷଦ ଟ୍ରଷ୍ଟର ମୁଖ୍ୟ ସଂଧ୍ୟା ଦେବୀ, ନୂଆଦିଲ୍ଲୀର ସ୍ୱେଚ୍ଛାସେବୀ ସଂଗଠନ ଡିପିଏଫର କାର୍ଯ୍ୟକାରୀ ନିର୍ଦ୍ଦେଶକ ସନ୍ତୋଷ ସାମଲ, ଅମୀର ଖାନ ପ୍ରମୁଖ ଉପସ୍ଥିତ ଥିଲେ । ଦୀର୍ଘ ୧୩ ବର୍ଷ ଧରି ରାଜ୍ୟ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ସାମଗ୍ରିକ ବିକାଶ ପାଇଁ କାର୍ଯ୍ୟ କରି ଆସୁଥିବା ଓଡିଶା ଶିଳ୍ପୀ ମହାସଂଘ ଓ ନୂଆଦିଲ୍ଲୀର ସ୍ୱେଚ୍ଛାସେବୀ ସଂଗଠନ ଡିପିଏଫର ମିଳିତ ଆନୁକୂଲ୍ୟରେ ଏହି ହସ୍ତତନ୍ତ ଓ ହସ୍ତଶିଳ୍ପ ସଚେତନତା ଶିବିରର ଆୟୋଜନ କରାଯାଇଥିଲା ।

ଏହି ଅବସରରେ ଶିଳ୍ପୀ ମହାସଂଘର ଅନୁଗୋଳ ଜିଲ୍ଲା ଶାଖାର ମଧ୍ୟ ଶୁଭ ଉଦଘାଟନ କରା ଯାଇଥିଲା । ସେହିଭଳି ଭୂମିହୀନ କାରିଗରଙ୍କୁ ଘରଢିହ, ପିଲାଙ୍କୁ ଛାତ୍ରବୃତି ଓ ବିନା ସୁଧରେ ଋଣ, ଜୀବନ ବୀମା, ଭୁବନେଶ୍ୱରରେ ସାମୟିକ ରହଣୀ ପାଇଁ କାରିଗର ହଷ୍ଟେଲ, କାରିଗର କଲ୍ୟାଣ ପାଣ୍ଠି, ଜାତୀୟ ରାଜପଥ କଡରେ କାରିଗର ହାଟ ଓ ନୂତନ ଶିଳ୍ପୀ ଗ୍ରାମ ଘୋଷଣା ଆଦି ପାଇଁ ଆଜିର ସମାବେଶରେ ଦାବୀ ଉତଥାପନ କରାଯାଇଥିଲା । ବୁଣାକାରଙ୍କୁ ରିହାତି ଦରରେ ଟସର, ସୂତା ଓ ରଂଗ ଏବଂ ରାଜ୍ୟର କାରିଗରଙ୍କୁ ସ୍ୱଳ୍ପ ମୂଲ୍ୟରେ କଂଚାମାଲ ଯୋଗାଇଦେବାକୁ ମହାସଂଘ ପକ୍ଷରୁ ଦାବି କରାଯାଇଥିଲା ।

ଅନୁଗୋଳ ଜିଲ୍ଲାର ପIଲଲହଡା, ଅଠମଲ୍ଲିକ, ଛେଣ୍ଡିପଦା, ତାଳଚେର, ଅନୁଗୁଳ ପୌର ପରିଷଦ ସହ ବଇଣ୍ଡା, ଯରଡା, ଜରପଡା, ବଙ୍କାପଳସା, ବେଲାଦୁଲା, ଝାମ୍ଫୁଲି ଆଦି ଗ୍ରାମରୁ କାରିଗର ଓ ବୁଣାକାର ଏହି କର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସମ୍ମିଳନୀ କକ୍ଷ ପରିସରରେ ଟେରାକୋଟା ସାମଗ୍ରୀ ଓ ହସ୍ତତନ୍ତ ଶାଢୀର ଏକ ଛୋଟ ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା । ଶେଷରେ ଅନୁଗୋଳ ଜିଲ୍ଲା ଶାଖାର ଉପଦେଷ୍ଟା ସୁକାନ୍ତ କୁମାର ରଣା ଏହି କାର୍ଯକ୍ରମର ସଞ୍ଚାଳନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ପରିଶେଷରେ ଓଡ଼ିଶା ଶିଳ୍ପୀ ମହାସଂଘର ସମ୍ପାଦକ ପ୍ରିୟରଞ୍ଜନ କର, ଦିଲ୍ଲୀରୁ ଆସିଥିବା ଡି. ପି. ଏଫ୍. ର ମୂଖ୍ୟ ନିର୍ଦ୍ଦେଶକ ସନ୍ତୋଷ କୁମାର ସାମଲ, ସୋସିଆଲ ଆକ୍ତିଭିଷ୍ଟ ଅମିର ଖାନ ଏବଂ ଉପଦେଷ୍ଟା ସୁକାନ୍ତ କୁମାର ରଣା ଙ୍କ ସହିତ ଜରପଡା ଗ୍ରାମର ହସ୍ତଶିଳ୍ପୀ କାରିଗରଙ୍କ କର୍ମଶାଳା ପରିଭ୍ରମଣରେ ଯାଇଥିଲେ ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

PMP ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍ କାଟ

PMP ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍ କାଟ, ରୋଗୀ ସମେତ ଡ଼ାକ୍ତର ହନ୍ତସନ୍ତ

ତାଳଚେର(ବିଜୟ କୁମାର ଦେବତା): ତାଳଚେର ନିର୍ଭର ଯୋଗ୍ୟ ଘଂଟପଡ଼ା ସ୍ଥିତ ପବିତ୍ରମୋହନ ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍‌କାଟ୍ ହେଉଥିବାରୁ ରୋଗୀ ସମେତ ଡ଼ାକ୍ତରମାନେ ନାହିଁ ନଥିବା ଅସୁବିଧାର...

ସମସ୍ଯା ଘେରରେ ତାଳଚେର

ସମସ୍ଯା ଘେରରେ ତାଳଚେର: କାହାରି ନାହିଁ ଏହାପ୍ରତି ନଜର !!

ତାଳଚେର(ବିଜୟ କୁମାର ଦେବତା): ବିଭିନ୍ନ କ୍ଷେତ୍ରରେ ଦୁର୍ନୀତି ଓ ଭ୍ରଷ୍ଟାଚାର ଯୋଗୁଁ ଜିଲ୍ଳା ଉନ୍ନୟନ କାର୍ଯ୍ୟ ବାଟବଣା ହେଉଛି । କେତେକ ସରକାରୀ ଅଧିକାରୀଙ୍କ ସ୍ୱେଚ୍ଛାଚାରିତ ବଢ଼ି...

ପରିବହନ ବିଭାଗ ର ବେପୁରିଆ ନୀତି

ପରିବହନ ବିଭାଗ ର ବେପୁରିଆ ନୀତି, ଡ୍ରାଇଭିଂ ଲାଇସେନ୍ସ ଥାଇ ମଧ୍ୟ କଟୁଛି ଚାଲାଣ

ତାଳଚେର(ବିଜୟ କୁମାର ଦେବତା): ବୈଧ ଡ୍ରାଇଭିଂ ଲାଇସେନ୍ସ ଥିବା ସତ୍ବେ କଟିଛି ଚାଲାଣ। ତାଳଚେର ପରିବହନ ବିଭାଗର ଏଭଳି ଅଜବ ନୀତି ଆପଣାଇଛି ବୋଲି ଅଭିଯୋଗ କରିଛନ୍ତି...

Talcher Kartikeswar Puja

Talcher Kartikeswar Puja: ତାଳଚେରରେ ଧୁମଧାମରେ ପୂଜା ପାଇଲେ ବାବା କାର୍ତ୍ତିକେଶ୍ୱର

ତାଳଚେର(ବିଜୟ କୁମାର ଦେବତା): ଆଜିଦିନଠାରୁ ତାଳଚେର ନଗରରେ ପୂଜା ପାଇଲେ ବାବା କାର୍ତ୍ତିକେଶ୍ୱର l ପ୍ରାୟ ୨୫ ଗୋଟି ମଣ୍ଡପରେ ପୂଜା ପାଇବେ ବାବା କାର୍ତ୍ତିକେଶ୍ୱର ଓ...

MCL National Excellence Award

MCL National Excellence Award: ଜିଏମ ଅଶୋକ କୁମାର ଧଳଙ୍କୁ ଜାତୀୟ ସ୍ତରର ଉତ୍କର୍ଷ ପୁରସ୍କାର

ତାଳଚେର (ବିଜୟ କୁମାର ଦେବତା): ଜାତୀୟ ସ୍ତରରେ କୋଲ ଇଣ୍ଡିଆର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମହାନଦୀ କୋଇଲା କମ୍ପାନୀ ଜଗନ୍ନାଥ କ୍ଷେତ୍ରର ମହାପ୍ରବନ୍ଧକ ଅଶୋକ କୁମାର ଧଳଙ୍କୁ...

Vivekananda Vidyamandir Annual Sports

Vivekananda Vidyamandir Annual Sports: ବିବେକାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡ଼ା

ତାଳଚେର: ତାଳଚେର ଟାଉନ୍‌‍ ସ୍ଥିତ ବିବେକାନନ୍ଦ ବିଦ୍ୟାମନ୍ଦିରର 28ତମ ବାର୍ଷିକ କ୍ରୀଡ଼ା ଉଦ୍‌୍ଘାଟିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ ତାଳଚେର ଡେପୁଟି କଲେକ୍ଟର ମାନସ ମୋହନ ସେଠ,...

Load More
Next Post
ପରିବହନ ବିଭାଗ ର ବେପୁରିଆ ନୀତି

ପରିବହନ ବିଭାଗ ର ବେପୁରିଆ ନୀତି, ଡ୍ରାଇଭିଂ ଲାଇସେନ୍ସ ଥାଇ ମଧ୍ୟ କଟୁଛି ଚାଲାଣ

କେବେ କାର୍ଯ୍ୟକ୍ଷମ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ?

କେବେ କାର୍ଯ୍ୟକ୍ଷମ ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ? ବଢୁଛି ଜନ ଅସନ୍ତୋଷ

ସମସ୍ଯା ଘେରରେ ତାଳଚେର

ସମସ୍ଯା ଘେରରେ ତାଳଚେର: କାହାରି ନାହିଁ ଏହାପ୍ରତି ନଜର !!

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved