Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ବାଲିଯାତ୍ରାରେ ଉଦଘାଟିତ ହେଲା ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା

by Bureauom
November 6, 2025
in ଭୁବନେଶ୍ୱର
A A
ବାଲିଯାତ୍ରାରେ ଉଦଘାଟିତ ହେଲା ବୟନିକା
0
SHARES
Share on FacebookShare on Twitter

କଟକ: ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ । ଲୋକଙ୍କୁ ସୁଲଭ ମୂଲ୍ୟରେ ଏହି ବସ୍ତ୍ର ଯୋଗାଇ ଦେବା ଲକ୍ଷ୍ୟରେ ବାଲିଯାତ୍ରାରେ ବୟନିକା ଦ୍ୱାରା ସ୍ୱତନ୍ତ୍ର ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର କହିଛନ୍ତି । ଐତିହାସିକ କଟକ ବାଲିଯାତ୍ରାରେ ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଗତ ବୁଧବାର ଦିନ ଉଦଘାଟନ କରିବା ଅବସରରେ ସେ ଏହା କହିଛନ୍ତି । ଏହି ମେଳା ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲୁ ରହିବ ।

ବୟନିକା, ସମ୍ବଲପୁରୀ ବସ୍ତ୍ରାଳୟ, ରେଶମ ଓଡ଼ିଶା, ଉତ୍କଳିକା ପକ୍ଷରୁ ସ୍ୱତନ୍ତ୍ର ଷ୍ଟଲ ଖୋଲାଯାଇଛି । ପ୍ରତ୍ୟେକ ଷ୍ଟଲରେ ୧୦+୨୦% ରିହାତି ବ୍ୟବସ୍ଥା ରହିଛି । ଏହା ସହ ଓଡ଼ିଶାର ୧୫ ଟି ଜୋନରୁ ୬୦ ଗୋଟି ସମିତି ଅଂଶଗ୍ରହଣ କରି ଷ୍ଟଲ ଖୋଲିଛନ୍ତି ।

ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରାଳୟ ଅଧୀନରେ ଥିବା ବୁଣାକାର ସେବା କେନ୍ଦ୍ର ପକ୍ଷରୁ ଥିମ୍ ପାଭିଲିଅନ ପ୍ରସ୍ତୁତ କରାଯାଇଛି । ଯୁବପିଢ଼ିଙ୍କୁ ଏହି ସମୃଦ୍ଧ ହସ୍ତତନ୍ତ ବିଷୟରେ ଅବଗତ କରାଇବା ପାଇଁ ଥିମ ପାଭିଲିଅନରେ ଲାଇଭ ଡେମନଷ୍ଟ୍ରସନ ବ୍ୟବସ୍ଥା କରାଯାଇଛି ।

ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବୟନିକା, ରେଶମ ଓଡ଼ିଶାର ପରିଚାଳନା ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ହସ୍ତଶିଳ୍ପର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ ଦେବଜିତ ନନ୍ଦୀ, ହସ୍ତଶିଳ୍ପ ଉପନିର୍ଦ୍ଦେଶକ ମାନଗୋବିନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ସ୍ବଚ୍ଛତା ପାଇଁ ଏକାଠି ହେଲେ ପିଲାଠୁ ବୟସ୍କ

ସ୍ବଚ୍ଛତା ପାଇଁ ଏକାଠି ହେଲେ ପିଲାଠୁ ବୟସ୍କ: ଖୋଲାରେ ମଳତ୍ୟାଗ କଲେ ୫ଶହ, ନିଶା ଖାଇଲେ ୫ହଜାର ଫାଇନ

ଭୁବନେଶ୍ବର: ସ୍ବଚ୍ଛତା ପ୍ରୟାସ । ଏକାଠି ହେଲେ ଗାଁର ପିଲାଠୁ ବୟସ୍କ । ମିଳିମିଶି ସଫା କଲେ ଗାଁ ଛକ, ରାସ୍ତଘାଟ, ପୋଖରୀ ହୁଡ଼ାଠୁ ଆରମ୍ଭ କରି...

Odisha Child Protection Day

Odisha Child Protection Day: ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ୧୫ତମ ପ୍ରତିଷ୍ଠା ଦିବସ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ...

inspiring-journey-of-tribal-girl-rani

Inspiring journey of tribal girl Rani: କେନ୍ଦୁଝରରୁ କନ୍ଧମାଳ ଯାତ୍ରା

ଭୁବନେଶ୍ବର: ଇଚ୍ଛା ଥିଲେ ଉପାୟ ଆସେ। ସଫଳତାର ପଥରେ କୌଣସି ବାଧା ଅବରୋଧ ହୋଇପାରେନି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି କେନ୍ଦୁଝର ଜିଲ୍ଲାର ହାଟ ଦିହି ବ୍ଲକ୍‌ର...

Load More
Next Post
କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

PMP ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍ କାଟ

PMP ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍ କାଟ, ରୋଗୀ ସମେତ ଡ଼ାକ୍ତର ହନ୍ତସନ୍ତ

ରାଷ୍ଟ୍ରୀୟ ଏକତା ଦିବସରେ ବିଭିନ୍ନ ପ୍ରତିଯୋଗିତା

ରାଷ୍ଟ୍ରୀୟ ଏକତା ଦିବସରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ମହାନଦୀ ତଟ ବିକାଶ ପାଇଁ ଖର୍ଚ୍ଚ ହେବ ଦୁଇ ଶହ କୋଟି

ମହାନଦୀ ତଟ ବିକାଶ ପାଇଁ ଖର୍ଚ୍ଚ ହେବ ଦୁଇ ଶହ କୋଟି

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved