Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

by Bureauom
November 6, 2025
in ରାଜ୍ୟ
A A
କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ କରିଛନ୍ତି । ଏହି ପାରମ୍ପରିକ ସୂକ୍ଷ୍ମ କାରୁକାର୍ଯ୍ୟ ବିଷୟରେ ଯୁବପିଢ଼ିଙ୍କୁ ଆକୃଷ୍ଟ ଓ ଅବଗତ କରାଇବା ପାଇଁ ଲାଇଭ ଡେମନଷ୍ଟ୍ରସନ ବ୍ୟବସ୍ଥା କରାଯାଇଛି । ରୂପା ତାରକସି ପାଭିଲିୟନରେ ମୋଟ ୧୦ ଟି ଷ୍ଟଲ ଖୋଲିଛି । ଏହା ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲୁ ରହିବ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ହସ୍ତଶିଳ୍ପ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ହସ୍ତଶିଳ୍ପ ଉପନିର୍ଦ୍ଦେଶକ ମାନଗୋବିନ୍ଦ ଜେନା, ଉପନିର୍ଦ୍ଦେଶକ ସୌମ୍ୟା ସୁରଭିତା ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

Bureauom

Bureauom

Next Post
PMP ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍ କାଟ

PMP ମେଡ଼ିକାଲ କଲେଜରେ ବାରମ୍ବାର ବିଦ୍ୟୁତ୍ କାଟ, ରୋଗୀ ସମେତ ଡ଼ାକ୍ତର ହନ୍ତସନ୍ତ

ରାଷ୍ଟ୍ରୀୟ ଏକତା ଦିବସରେ ବିଭିନ୍ନ ପ୍ରତିଯୋଗିତା

ରାଷ୍ଟ୍ରୀୟ ଏକତା ଦିବସରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ମହାନଦୀ ତଟ ବିକାଶ ପାଇଁ ଖର୍ଚ୍ଚ ହେବ ଦୁଇ ଶହ କୋଟି

ମହାନଦୀ ତଟ ବିକାଶ ପାଇଁ ଖର୍ଚ୍ଚ ହେବ ଦୁଇ ଶହ କୋଟି

ସ୍ବଚ୍ଛତା ପାଇଁ ଏକାଠି ହେଲେ ପିଲାଠୁ ବୟସ୍କ

ସ୍ବଚ୍ଛତା ପାଇଁ ଏକାଠି ହେଲେ ପିଲାଠୁ ବୟସ୍କ: ଖୋଲାରେ ମଳତ୍ୟାଗ କଲେ ୫ଶହ, ନିଶା ଖାଇଲେ ୫ହଜାର ଫାଇନ

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved