Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ଗାଁରେ ପହଞ୍ଚିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ: ଗାଁ ରେ ଶୋକାକୁଳ ପରିବେଶ

by Bureauom
November 7, 2025
in ବୌଦ୍ଧ
A A
ଗାଁରେ ପହଞ୍ଚିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): କେରଳ ରାଜ୍ୟର ଭାଡ଼ କୁମୁରୀଠାରେ ଆତ୍ମହତ୍ୟା କରି ମୃତ୍ୟବରଣ କରିଥିବା ହରଭଙ୍ଗା ବ୍ଲକ ସମ୍ବଲପୁର ଗ୍ରାମର ପ୍ରବାସୀ ଶ୍ରମିକଙ୍କ ମୃତଦେହକୁ ପରିବାରକୁ ଜିଲ୍ଲା ପ୍ରଶାସନ ହସ୍ତାନ୍ତର କରିଛି l ମିଳିଥିବା ସୂଚନା ଅନୁଯାୟୀ ସମ୍ବଲପୁର ଗ୍ରାମର ଅନିଲ ନାଏକ(୨୫) କେରଳ ରାଜ୍ୟ ଇଡ଼ୁକି ଜିଲ୍ଲାର ଏକ ପ୍ଲାଏ ଉଡ କମ୍ପାନୀରେ କାମ କରୁଥିବା ବେଳେ ଗତ ୨ ତାରିଖ ଦିନ ଆତ୍ମହତ୍ୟା କରିଥିଲେ | ତାଙ୍କ ମୃତଦେହକୁ ଘରକୁ ଆଣିବା ପାଇଁ ପରିବାର ପ୍ରଶାସନକୁ ଅନୁରୋଧ କରିଥିଲେ l ଜିଲ୍ଲାପାଳ ଓ ଜିଲ୍ଲା ଶ୍ରମ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବୁଧବାର ଦିନ କୋଚି ବିମାନ ବନ୍ଦରରୁ ଭୁବନେଶ୍ବର ବିମାନ ବନ୍ଦର ଯାଏଁ ଉଡ଼ାଜାହାଜରେ ଅଣାଯିବା ପରେ ସେଠାରୁ ମହାଯାତ୍ରା ରଥରେ ଗ୍ରାମକୁ ଆଣି ପରିବାରକୁ ହସ୍ତାନ୍ତର କରାଯାଇଥିଲା l ଏସମ୍ପର୍କରେ ଜିଲ୍ଲା ଶ୍ରମ ଅଧିକାରୀ କନ୍ୟା କୁମାରୀ ସାହୁ ସୂଚନା ଦେଇଛନ୍ତି l

Bureauom

Bureauom

Next Post
୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ

୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ: ବନ୍ଦେ ମାତରଂ ଗାନ ଏବଂ ଶପଥ ପାଠ

ହକି ଶତ ବାର୍ଷିକୀ ଉତ୍ସବ

ହକି ଶତ ବାର୍ଷିକୀ ଉତ୍ସବ: କାର୍ଯ୍ୟକ୍ରମ ରେ ଯୋଗଦେଲେ ଜିଲ୍ଲାପାଳ

କର୍ତ୍ତବ୍ୟ ଆଗରେ ମଉଳିନି ମମତା

କର୍ତ୍ତବ୍ୟ ଆଗରେ ମଉଳିନି ମମତା: ୫ମାସର ଶିଶୁ କନ୍ୟାକୁ କୋଳରେ ନେଇ ଟ୍ରାଫିକ ଡ୍ୟୁଟିରେ ମହିଳା ହୋମଗାର୍ଡ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ଏମସିଏଲ ର ବଳଭଦ୍ର ଖୋଲାମୁହଁ କୋଇଲା ଖଣି ପାଇଁ ଜନ ଶୁଣାଣି ଅନୁଷ୍ଠିତ

ଏମସିଏଲ ର ବଳଭଦ୍ର ଖୋଲାମୁହଁ କୋଇଲା ଖଣି ପାଇଁ ଜନ ଶୁଣାଣି ଅନୁଷ୍ଠିତ

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved