Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ

by Bureauom
November 11, 2025
in ଜିଲ୍ଲା, ତାଳଚେର
A A
ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର

ତାଳଚେର(ବିଜୟ କୁମାର ଦେବତା): ତାଳଚେର ଭୂବନେଶ୍ୱରୀ କୋଇଲା ଖଣିରେ ଯାଉଥିବା ଏକ ଡ଼ିଜେଲ ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିବାରୁ ଅଳ୍ପକେ ବର୍ତିଗଲେ ଡ଼୍ରାଇଭର । ଘଟଣାରୁ ପ୍ରକାଶ ଆଜି ଏକ ଟ୍ୟାଙ୍କରରେ ଫୁଲ ଡ଼ିଜେଲ ଭର୍ତିହୋଇ ଭୂବନେଶ୍ୱରୀ କୋଲକରିଡ଼ର ରାସ୍ତାରେ ଯାଉଥିବା ବେଳେ ହଠାତ୍ କୌଣସି କାରଣରୁ ଓଲଟି ପଡ଼ିଥିଲା । ଫଳରେ ସେଥିରେ ଥିବା ଡ଼ିଜେଲ ତଳେ ପଡ଼ିଯାଇଥିଲା ଓ ଏହାର ଚାଳକ ଅଳ୍ପକେ ବର୍ତି ଯାଇଥିଲେ । ତାଙ୍କୁ ତୁରନ୍ତ ସେଠାରୁ ଉଦ୍ଧାରକରି ସ୍ଥାନୀୟ ଡ଼ାକ୍ତରଖାନାକୁ ନିଆଯାଇଥିଲା । ତଳେ ପଡ଼ି ଯାଇଥିବା ଡ଼ିଜେଲକୁ ସେଠିକାର ଅଂଚଳବାସୀ ଗରା ବାଲଟିରେ ସଂଗ୍ରହ କରି ବୋହି ନେଇଥିବା ଦେଖିବାକୁ ମିଳିଥିଲା । ତେବେ ଏଥିରେ କାହାର କିଛି ପ୍ରତିକ୍ରିୟା ମିଳିନଥିବା ବେଳେ ଏହି ଘଟଣା ଶ୍ରମିକ ମହଲରେ ଚାଚଂଲ୍ୟ ଖେଳାଇ ଦେଇଛି ।

Bureauom

Bureauom

Next Post
ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ

ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ

ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ

ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ

ବିଗତ ଘଟଣାର ପୁନରାବୃତ୍ତି ନହେଉ

ବିଗତ ଘଟଣାର ପୁନରାବୃତ୍ତି ନହେଉ "ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ"

ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!

ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved