Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ

by Bureauom
November 11, 2025
in ଜିଲ୍ଲା, ବୌଦ୍ଧ
A A
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

ହରଭଙ୍ଗା(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ହରଭଙ୍ଗା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ଅଞ୍ଚଳରୁ ବିଭିନ୍ନ ସାମୂହିକ ଓ ବ୍ୟକ୍ତିଗତ ସମସ୍ୟା ନେଇ ଜନସାଧାରଣ ଶିବିରକୁ ଆସିଥିଲେ l ଶିବିରରେ ସମୁଦାୟ ୭୨ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ୬୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୩ଟି ସାମୁହିକ ଅଭିଯୋଗ ଆସିଥିବା ବେଳେ ୩୪ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା l ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ୦୬ ଜଣଙ୍କୁ ରେଡ଼କ୍ରସ ଫଣ୍ଡରୁ ୩୦,୦୦୦/- ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା l ଉକ୍ତ ଶିବିରରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଆରକ୍ଷୀ ଅଧିକ୍ଷକ ସାର୍ଥକ ରାୟଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ, ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମସ୍ୟା ସମାଧାନରେ ସହଯୋଗ କରିଥିଲେ l

Bureauom

Bureauom

Next Post
ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ

ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ

ବିଗତ ଘଟଣାର ପୁନରାବୃତ୍ତି ନହେଉ

ବିଗତ ଘଟଣାର ପୁନରାବୃତ୍ତି ନହେଉ "ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ"

ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!

ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!

ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ

ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ

ବସୁଧା ଯୋଜନା ବାଟବଣା

ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved