Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି

by Jitendriya Debta
November 12, 2025
in ଜିଲ୍ଲା, ବୌଦ୍ଧ
A A
ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ?
0
SHARES
Share on FacebookShare on Twitter

ହରଭଙ୍ଗା (ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ଅନ୍ତର୍ଗତ ହରଭଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟ ଭାରତ ସ୍ୱାଧୀନ ହେବାର ୭୮ ବର୍ଷ ପୂର୍ବେ, ଅର୍ଥାତ ୦୧ ଅକ୍ଟୋବର ୧୮୬୯ ମସିହାରେ ଝାଟିମାଟି ଘରେ ସ୍ଥାପିତ ହୋଇଥିଲା । ଦୁର୍ଭାଗ୍ୟର ବିଷୟ ସ୍ୱାଧୀନତାର ୭୮ ବର୍ଷ ପରେ ମଧ୍ୟ ଟିଣ ଚଦର ନିର୍ମିତ ଶ୍ରେଣୀଗୃହରେ ବିତୁଛି ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ପାଠ୍ୟ ଜୀବନ l ଏଠାରେ ୧ମ ଠାରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ାଯାଉଥିବା ବେଳେ ମାତ୍ର ଦୁଇଟି ସ୍ଥାୟୀ ଶ୍ରେଣୀଗୃହ ନିର୍ମିତ ହୋଇଛି। ବିଦ୍ୟାଳୟର ଅସ୍ଥାୟୀ ଶ୍ରେଣୀଗୃହର ଛାତ ମରାମତି ଅଭାବରୁ ବର୍ଷା ଋତୁରେ ପାଣି ଗଳୁଥିବାରୁ ଛାତ୍ରଛାତ୍ରୀମାନେ ବର୍ଷା ପାଣିରେ ଓଦା ହୋଇ ଅଧ୍ୟୟନ କରିବାକୁ ବାଧ୍ୟ ହେଉଛନ୍ତି । ଗ୍ରୀଷ୍ମ ଋତୁରେ ଅର୍ଥାତ ମାର୍ଚ୍ଚ ଏବଂ ଏପ୍ରିଲ ମାସ ରୌଦ୍ର ତାପର ପ୍ରକୋପରେ ଝାଳନାଳ ହେଉଛନ୍ତି l

ବିଦ୍ୟାଳୟରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ବାରମ୍ବାର ବିଭାଗୀୟ ଉଚ୍ଚ କତ୍ତୃପକ୍ଷଙ୍କ ଦୃଷ୍ଟି କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନଥିବା ବେଳେ ଅଭିଭାବକଙ୍କ ମହଲରେ ତୀବ୍ର ଅସନ୍ତୋଷ ବୃଦ୍ଧି ପାଉଛି l ତେଣୁ ଜିଲ୍ଲା ପ୍ରଶାସନ ଉକ୍ତ ସମ୍ବେଦନଶୀଳ ପ୍ରସଙ୍ଗ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ସହ ଯୁଦ୍ଧକାଳୀନଭିତ୍ତିରେ ହରଭଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକତା ଅନୁଯାୟୀ ସ୍ଥାୟୀ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ତଥା ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସାଧାରଣରେ ଦାବି ହେଉଛି l

Jitendriya Debta

Jitendriya Debta

I am an experienced journalist with over eight years of expertise in political and social reporting. Known for my sharp insights and deep understanding of Odisha’s regional dynamics, I have built a reputation for delivering impactful stories that connect governance, grassroots realities, and public sentiment. My journalistic journey reflects a strong commitment to truth and accountability. Before taking on my current role, I worked with the TV18 Network as a District Correspondent, where I covered a wide range of issues from local governance and elections to the socio-economic challenges shaping Odisha’s districts.

Related Posts

ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

ତାଳଚେର(ବିଜୟ କୁମାର ଦେବତା) : ତାଳଚେର ଠାରେ ରାଷ୍ଟ୍ରୀୟ ସଂସ୍ଥା କୋଲ ଇଣ୍ଡିଆ ଲିଃ, ଗେଲ ଇଣ୍ଡିଆ ଲିଃ, ରାଷ୍ଟ୍ରୀୟ କେମିକାଲ ଏଣ୍ଡ ଫାର୍ଟିଲାଇଜର ତଥା ଏଫ...

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର,(ବିଜୟ କୁମାର ଦେବତା): ଏକ ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ମାନ୍ୟବର ସହକାରୀ ଦେୱାନୀ ବିଚାରପତି ସ୍ୱର୍ଣଲତା ନାୟକ ସମସ୍ତ ସାକ୍ଷୀ ଓ ପ୍ରମାଣ ସହ...

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ହରଭଙ୍ଗା,(ସର୍ବେଶ୍ୱର କ୍ଷେତି): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଉପାନ୍ତ ଅଞ୍ଚଳ ହରଭଙ୍ଗା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର)ର ବିକଳ ଚିତ୍ର ସାମ୍ନାକୁ...

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଲଇକେରା ଅପେରା ପଡିଆରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଛି l ମତ୍ସ୍ୟ ଚାଷ ଏବଂ...

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର(ବିଜୟ କୁମାର ଦେବତା) ଆଜି ତାଳଚେର ଉପଖଣ୍ଡରେ ପୋଲିସ ପକ୍ଷରୁ ଆୟୋଜିତ ସାଇବର ସୁରକ୍ଷା ଅଭିଯାନ ୨୦୨୫ର କାର୍ଯ୍ୟକ୍ରମ ସ୍ଥାନୀୟ ତାଳଚେର କଲେଜ ପଡ଼ିଆ ଠାରେ ଅନୁଷ୍ଠିତ...

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ

ତାଳଚେର(ବିଜୟ କୁମାର ଦେବତା): ବିଗତ ବର୍ଷର ପ୍ରକୃତିଦତ ସୌନ୍ଦର୍ଯ୍ୟମୟ ତାଳଚେର ଆଜି କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ତାଳଚେର ସହରର ଏକମାତ୍ର ନିର୍ଭର ଯୋଗ୍ୟ ବୋହି ଯାଇଥିବା ଚିରୋଦ୍ରୋତା...

Load More
Next Post
ବିଗତ ଘଟଣାର ପୁନରାବୃତ୍ତି ନହେଉ

ବିଗତ ଘଟଣାର ପୁନରାବୃତ୍ତି ନହେଉ "ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ"

ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!

ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!

ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ

ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ

ବସୁଧା ଯୋଜନା ବାଟବଣା

ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved