Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ଗାନ୍ଧୀ ଫେରୁଛନ୍ତି ପୁସ୍ତକ ଲୋକର୍ପଣ: ଭକ୍ତ କହିଲେ – ଗାନ୍ଧୀ ବିନା ବିଶ୍ବଶାନ୍ତି ଅସମ୍ଭବ

by Bureauom
October 29, 2025
in ରାଜନୀତି, ରାଜ୍ୟ
A A
ଗାନ୍ଧୀ ଫେରୁଛନ୍ତି ପୁସ୍ତକ ଲୋକର୍ପଣ
0
SHARES
Share on FacebookShare on Twitter

ନୂଆପଡ଼ା/ଭୁବନେଶ୍ୱର : ‘ଗାନ୍ଧୀ ଫେରୁଛନ୍ତି ପୁସ୍ତକ ଲୋକର୍ପଣ’ ଅବସରରେ ପିସିସି ସଭାପତି ଭକ୍ତଚରଣ ଦାସ କହିଛନ୍ତି ଯେ, ଗାନ୍ଧୀ ଚେତନାଠାରୁ ଅଲଗା ହୋଇ ବିଶ୍ୱକୁ ତିଷ୍ଠେଇ ରଖାଯାଇପାରିବ ନାହିଁ। ଗାନ୍ଧୀବିଚାରରୁ ମାନବ ସଭ୍ୟତା ଦୂରେଇଗଲେ, ଅନିବାର୍ଯ୍ୟ ଭାବରେ ପରମାଣୁ ଜଗତକୁ ଧ୍ୱଂସ କରିଦେବ ବୋଲି ସେ ସତର୍କ କରିଛନ୍ତି। ଏଭଳି ସମୟରେ ଗାନ୍ଧୀବାଦକୁ ଅବହେଳା କରିବା ମାନେ ନିଜ ଗୋଡ଼ରେ କୁରାଢ଼ି ମାରିବା ସମାନ ବୋଲି ସେ ଉଲ୍ଲେଖ କରିଛନ୍ତି।

ଏକାଧିକ ପୌରାଣିକ ଉଦାହରଣ ଦେଇ ଗାନ୍ଧୀଙ୍କ ଆଦର୍ଶକୁ ରାହୁଲ ଆଗକୁ ନେଉଥିବାରୁ ସେ ଶାନ୍ତି ପ୍ରତିଷ୍ଠାରେ ସଫଳ ହେବେ ବୋଲି ଆଶା ପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ସିମାଞ୍ଚଳ ମହାପାତ୍ର ସଂଯୋଜନା କରିଥିଲେ। ‘ପକେଟ୍ ନ୍ୟୁଜ୍‌’ର ସଂପାଦକ ଏବଂ ପୁସ୍ତକର ଲେଖକ ସୁଧାଂଶୁ ପାତ୍ର କହିଥିଲେ ଯେ, ଗୋଟିଏ ଦଳ ସପକ୍ଷରେ ଏତେ ସ୍ପଷ୍ଟ ବାତାବରଣ ଥିବା ସତ୍ତ୍ୱେ ଯଦି ‘ଭୋଟ୍ ଚୋରି’ ହୋଇ ହାରିଯାଏ, ତେବେ ଏହା ଦୁର୍ଭାଗ୍ୟଜନକ ହେବ।

ସେ ଆହୁରି କହିଥିଲେ, ମେ ‘୩୧ ପ୍ରକରଣ’ର ଦୁଇମାସ ପୂର୍ବରୁ ନବୀନ–ପ୍ୟାରୀ ସମ୍ପର୍କ, ବିଜେଡି–ବିଜେପି ମେଣ୍ଟ ଆଦି ବିଷୟରେ ତାଙ୍କ ପୂର୍ବାନୁମାନ ସତ୍ୟ ସାବିତ ହୋଇଥିଲା। ପୁସ୍ତକର ସମୀକ୍ଷକ ଏବଂ ‘ଏସିଆନ ଏଜ୍‌’ ରାଜ୍ୟ ମୁଖ୍ୟ ଅକ୍ଷୟ ସ୍ୱାଇଁ କହିଥିଲେ ଯେ, ‘ମେ ୩୧ ପ୍ରକରଣ’ କେବଳ ଏକ ଘଟଣା ନୁହେଁ, ଏହାର ପଛରେ ଅନେକ ଗଭୀର ଅର୍ଥ ରହିଛି। କାର୍ଯ୍ୟକ୍ରମର ଶେଷରେ ଶରଧା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ପୁରୀ: ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ । ସେଥିପାଇଁ ପ୍ରକିୟା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ...

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା...

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତାମାନଙ୍କୁ ଉପନିର୍ବାଚନ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମାର୍ଗଦର୍ଶନରେ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର...

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା...

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି...

Load More
Next Post
କେବଳ କଂଗ୍ରେସ ଦେଇଛି ଆଦିବାସୀ ପ୍ରାର୍ଥୀ

କେବଳ କଂଗ୍ରେସ ଦେଇଛି ଆଦିବାସୀ ପ୍ରାର୍ଥୀ: ବିଜେପି-ବିଜେଡି ଶୂନ୍ୟ

ଓଡ଼ିଶା ଉତ୍ତରପ୍ରଦେଶ ରଣଜୀ ମୁକାବିଲା ଡ୍ର

ଓଡ଼ିଶା ଉତ୍ତରପ୍ରଦେଶ ରଣଜୀ ମୁକାବିଲା ଡ୍ର: ୮ ଦିନ ପରେ ୧ ପଏଣ୍ଟ୍

ଛାଡ଼ପତ୍ର ପାଇଁ ଆବେଦନ କଲେ ମାହି-ଜୟ

ଛାଡ଼ପତ୍ର ପାଇଁ ଆବେଦନ କଲେ ମାହି-ଜୟ, ଅଭିନୟ ଜଗତରେ ଚର୍ଚ୍ଚା

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଭାରତୀୟ ସେନାର କଡ଼ା ଜବାବ ସହ ସୀମାରେ ତନାତନି

ଦିଲ୍ଲୀର କୃତ୍ରିମ ବର୍ଷା ପାଇଁ କ୍ଲାଉଡ୍ ସିଡିଂ

ଦିଲ୍ଲୀର କୃତ୍ରିମ ବର୍ଷା ପାଇଁ କ୍ଲାଉଡ୍ ସିଡିଂ ଆରମ୍ଭ, ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନୂଆ ପଦକ୍ଷେପ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved