Orissa Mirror Odia
Social icon element need JNews Essential plugin to be activated.
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia

ରିଓ ଡୋ ଜେନେରିଓ ପୋଲିସ ଅଭିଯାନ: ଗ୍ୟାଙ୍ଗ ଯୁଦ୍ଧରେ ୬୪ ମୃତ, ରାଜଧାନୀରେ ଆତଙ୍କ

by Bureauom
October 29, 2025
in ଅପରାଧ, ଦେଶ-ବିଦେଶ
A A
ରିଓ ଡୋ ଜେନେରିଓ ପୋଲିସ ଅଭିଯାନ

ବ୍ରାଜିଲ : ବ୍ରାଜିଲ ରାଜଧାନୀ ରିଓ ଡୋ ଜେନେରିଓରେ ଦେଖିବାକୁ ମିଳିଛି ପୋଲିସର ବଡ଼ ଅଭିଯାନ । ଏଠାରେ ଅପରାଧୀ ଏବଂ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ବଡ଼ ଅଭିଯାନରେ ଚାରି ଜଣ ପୋଲିସ ଅଧିକାରୀ ଓ ପ୍ରାୟ ୬୪ ଜଣ ଲୋକ ପ୍ରାଣ ହରାଇଛନ୍ତି । ବ୍ରାଜିଲର ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଅଭିଯାନ ଆରମ୍ଭ କରିଛି ।

ରାଜ୍ୟପାଳ କ୍ଲାଉଡିଓ କାଷ୍ଟ୍ରୋ ଏକ ଭିଡିଓ ବିବୃତ୍ତି ଜାରି କରି କହିଛନ୍ତି ଯେ, ଏକ ବଡ଼ ଧରଣର ପୋଲିସ ଅଭିଯାନରେ ୬୦ ଜଣ ଅଭିଯୁକ୍ତ ଅପରାଧୀଙ୍କୁ ନିପାତ କରାଯାଇଛି । ପୋଲିସ ୨୫୦ରୁ ଅଧିକ ଜଣଙ୍କୁ ଗିରଫ କରିଛି । ଅନ୍ୟ ଅଭିଯୁକ୍ତଙ୍କ ସନ୍ଧାନରେ ୱାରେଣ୍ଟ ଜାରି ହୋଇଛି । ୮୧ ଜଣଙ୍କୁ ଅଟକ ରଖାଯାଇଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

ସୂଚନାଯୋଗ୍ୟ, ଆସନ୍ତା ସପ୍ତାହରେ ରିଓ ଏକ ପ୍ରମୁଖ ଜଳବାୟୁ ସମ୍ମିଳନୀ C୪୦ ବିଶ୍ୱ ମେୟର୍ସ ସମ୍ମିଳନୀ ଆୟୋଜନ କରିବ ।

Bureauom

Bureauom

Next Post
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଫେଲ ଉଡ଼ାଣ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଫେଲ ଉଡ଼ାଣ: ଅମ୍ବାଲା ଏୟାରବେସରେ ଇତିହାସ ସୃଷ୍ଟି

ଟ୍ରମ୍ପ ଭାରତ ବାଣିଜ୍ୟ ଚୁକ୍ତି ସଙ୍କେତ

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ପାଇଁ ଟ୍ରମ୍ପଙ୍କ ଇଙ୍ଗିତ ପରେ ବୟନଶିଳ୍ପ, ଚିଙ୍ଗୁଡ଼ି ଷ୍ଟକ୍ ବୃଦ୍ଧି ପାଇଛି

ବୌଦ୍ଧ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ବୌଦ୍ଧରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ: ଜିଲ୍ଲାପାଳଙ୍କ କଠୋର ଚେତାବନୀ

ବୌଦ୍ଧ ବିଧାୟକଙ୍କୁ ଅଡୁଆ ବଂଶବାଦ

ବୌଦ୍ଧ ବିଧାୟକଙ୍କୁ ଅଡୁଆ ବଂଶବାଦ ଆଘାତ: ମନ୍ତ୍ରୀ ପଦ ପାଇଁ ଚିନ୍ତା, ବଢୁଛି ଆମଦାନୀ ନେତାଙ୍କ ଦୌରାତ୍ମ୍ୟ

କୋଲକାତାରେ ଇଡିର ହାଇପ୍ରୋଫାଇଲ୍ ଚଢ଼ାଉ

କୋଲକାତାରେ ଇଡିର ହାଇପ୍ରୋଫାଇଲ୍ ଚଢ଼ାଉ: ₹1.2 କୋଟି ନଗଦ ଓ ସୁନା ଜବତ

Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

Social icon element need JNews Essential plugin to be activated.
No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved